ଭାର୍ଗବୀରେ ଭାସିଗଲେ ଯୁବତୀ

ପୁରୀ ଅଫିସ,୨୫।୭: ପୁରୀ ଜିଲା ପିପିଲି ବ୍ଲକ ପୁବାଶାସନ ନିକଟ ଭାର୍ଗବୀ ନଦୀରେ ସୋମବାର ଜଣେ ଯୁବତୀ ଭାସିଯାଇ ନିଖୋଜ ଅଛନ୍ତି। ଯୁବତୀ ଜଣକ ଶୌଚ ପାଇଁ ନଦୀକୁ ଯାଇଥିଲେ। ହଠାତ୍‌ ପାଣି ସ୍ରୋତରେ ଭାସି ଯାଇଥିଲେ। ଖବର ପାଇ ପିପଲିରୁ ଅଗ୍ନିଶମ ବାହିନି ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏଯାବତ୍‌ ତାଙ୍କ ପରିଚୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୁଆମରା,୧୯ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ ଜଣେ ଛାତ୍ର ଟିସି ନେବା ଘଟଣାକୁ ନେଇ କଲେଜ ପରିସରରେ...

ଲୁହାଖୁଣ୍ଟରେ ପିଟିହେଲା କେନ୍ଦୁପତ୍ର ବୋଝେଇ ଟ୍ରକ୍‌, ଦୀର୍ଘ ସମୟ ଧରି ରାସ୍ତା ଅବରୋଧ

କୋରାପୁଟ,୧୯ା୨(ସ୍ବ.ପ୍ର.): ମାଲକାନାଗିରି ଅଞ୍ଚଳରୁ କେନ୍ଦୁପତ୍ର ନେଇ କୋଲକାତା ଯାଉଥିବା ସିଜି-୦୪-ଏଚ୍‌ୟୁ-୬୧୫୯  ନମ୍ବର ବିଶିଷ୍ଟ ଏକ ଟ୍ରକ୍‌ ସ୍ଥାନୀୟ ରେଲଓ୍ବେ ଓଭର ବ୍ରିଜ୍‌ ନିକଟରେ ଥିବା ବିପଦ...

ଏମ୍‌ଭିଆଇ ପରିଚୟ ଦେଇ ତୀର୍ଥଯାତ୍ରୀ ବସ୍‌ରୁ ଲୁଟ୍‌ପାଟ : ୫ଜଣଙ୍କୁ କାବୁ କଲେ ଯାତ୍ରୀ

ଜଳେଶ୍ୱର, ୧୪ା୯-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲଗେଟ୍‌ ନିକଟରେ ବେଆଇନ ଭାବେ ଚାନ୍ଦା ଆଦାୟ ଚାଲିଛି। ନକଲି ଏମ୍‌ଭିଆଇ, ଆରଟିଓ,...

ବିନା ପରମିଟ୍‌ରେ ଯାତ୍ରା କରିବା ପଡିଲା ମହଙ୍ଗା: ୧୦ ହଜାର ଜରିମାନା

କୋରାପୁଟ,୧୬।୨(ସ୍ବ.ପ୍ର): କୋରାପୁଟ ଜିଲା ଦେଇ କେତେକ ଘରୋଇ ବସ୍‌ ବିନା ପରମିଟ୍‌ରେ ଯାଉଥିବା ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗକୁ ଭିତ୍ତି କରି ଗୁରୁବାର କୋରାପୁଟ ପରିବହନ...

ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର...

ଅସ୍ଥାୟୀ ପୋଲରେ ବାଲି ଚାଲାଣ

ବାରିପଦା ଅଫିସ,୨ ।୪ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ଓ ନିୟମ ଉଲ୍ଲଂଘନକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟ)ରେ ମାମଲା ରୁଜୁ...

ହୃଦ୍‌ଘାତରେ ବ୍ୟକ୍ତିଙ୍କ ମୃତ୍ୟୁ: ସତ୍କାରବେଳେ ମହୁମାଛି ଆକ୍ରମଣ, ୬ ଗୁରୁତର

ବନ୍ତଳା,୬।୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମ ପାଟଣାସାହିର ଦାମୋଦର ସାମଲ(୫୮)ଙ୍କ ଶନିବାର ହୃଦଘାତରେ ମୃତ୍ୟୁ ଘଟିଛି। ତାସ ଖେଳୁଥିବାବେଳେ ଛାତିରେ ଯନ୍ତ୍ରଣା...

ସଂଖ୍ୟା ଅଧିକ ସତ୍ତ୍ୱେ ବିଜେଡିର ବିଦ୍ରୋହୀଙ୍କୁ ଡର

କେନ୍ଦ୍ରାପଡ଼ା ଅଫିସ, ୩୦।୩: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ସରିଛି। ଅଧ୍ୟକ୍ଷା ପଦରେ ବିଜେଡିର ସରିତା ସାହୁ ପ୍ରତ୍ୟେକ ୱାର୍ଡରୁ ବିଜୟ ସଂଖ୍ୟକ ଭୋଟ ପାଇ...

Advertisement
Archives

Model This Week