ଯୁବକଙ୍କୁ ପାଣି ଭିରତକୁ ଟାଣି ନେଲା ସାର୍କ, ମିଳିନି ପତ୍ତା

କାନବେରା,୬ା୧୧: ପଶ୍ଚିମ ଅଷ୍ଟ୍ରେଲିଆରେ ଶନିବାର ସକାଳେ ପର୍ଥର ଉତ୍ତର ଫ୍ରେମାଣ୍ଟ ଉପକଣ୍ଠରୁ ଜଣେ ଯୁବକଙ୍କୁ ସାର୍କ ପାଣି ଭିତରକୁ ଟାଣି ନେଇଥିବା ଜଣାପଡ଼ିଛି। ଏହି ସମୟରେ କୂଳରେ ଏକ ଡଙ୍ଗାରେ ଥିବା ଦୁଇଜଣ ଯୁବକ ସାର୍କକୁ ଦେଖିଥିବା କହିଛନ୍ତି। ପରେ ଜରୁରିକାଳୀନ ସେବାକୁ ଡକାଯାଇଥିଲା। ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପତ୍ତା ମିଳିନି। ପଶ୍ଚିମ ଅଷ୍ଟ୍ରେଲିଆ ପୋଲିସ କାର୍ଯ୍ୟନିର୍ବାହୀ ଇନ୍ସପେକ୍ଟର ଟ୍ରାଇ ଡଗଲାସ କହିଛନ୍ତି, ଏହା ସାର୍କର କାମ। ପ୍ରତ୍ୟକ୍ଷଦର୍ଶୀଙ୍କ କଥାକୁ ଆଧାର କରି ରିପୋର୍ଟରେ କୁହାଯାଇଛି, ଏହି ଆକ୍ରମଣରେ ଏକ ଧଳା ସାର୍କ ଏବଂ ଟାଇଗର ସାର୍କ ଥିଲେ।

ବର୍ତ୍ତମାନ ସୁଦ୍ଧା ଯୁବକଙ୍କୁ ଖୋଜା ଚାଲିଛି। ତାଙ୍କ ପତ୍ତା ମିଳିନାହିଁ। ଏବେ ଅନ୍ଧାର ହୋଇଆସିଥିବାରୁ ରବିବାର ସକାଳେ ପୁଣି ଖୋଜା ଚାଲିବ ବୋଲି ଡଗଲାସ କହିଛନ୍ତି।

ଡଗଲାସ ପ୍ରତ୍ୟକ୍ଷଦର୍ଶୀ ଯୁବକଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଏହି ଯୁବକମାନେ ତୁରନ୍ତ ଆମକୁ ସୂଚନା ଦେଇଥିଲେ। ପରେ ଅତି କମ୍‌ରେ ପାଞ୍ଚଟି ଓ୍ବାଟର ପୋଲିସ ଏବଂ ଉଦ୍ଧାରକାରୀ ଡଙ୍ଗା ଏବଂ ଦୁଇଟି ହେଲିକପ୍ଟର ଉକ୍ତ ଅଞ୍ଚଳରେ ଘେରି ରହିଥିଲେ ଏବଂ ଆମ୍ବୁଲାନ୍ସକୁ ଘଟଣାସ୍ଥଳରେ ପହଞ୍ଚାଇ ଦିଆଯାଇଥିଲା। ଏହି ଅଞ୍ଚଳର ସମସ୍ତ ବେଳାଭୂମି ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ…

ପଦ୍ମଶ୍ରୀ ଗ୍ରହଣ କରିବାକୁ ଆସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଷ୍ଟାଙ୍ଗ ଦଣ୍ଡବତ କଲେ ସିଲାମ୍ବମ ଗୁରୁ, ଭାବପ୍ରବଣ ମୁହୂର୍ତ୍ତର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୬।୫: ସୋମବାର (୨୫ ମଇ) ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ।…

ଭାରତଗସ୍ତରେ ଥିବା ମାର୍କୋ ରୁବିଓଙ୍କୁ କାହିଁକି ପରିହାସ କଲା ଇରାନ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୬।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ସୋମବାର (୨୫ ମଇ) ସେ ତାଜମହଲ ପରିଦର୍ଶନ କରିବାକୁ ଆସିଥିଲେ। ଏହି ଗସ୍ତକୁ…

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri