ଦାଣ୍ଡ-ବାଡ଼ି କବାଟ କିଳି ଆତ୍ମହତ୍ୟା କଲେ ଯୁବକ, ୨-୩ ଦିନ ପରେ…

ଛତ୍ରପୁର,୧୫ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁର ମଝିସାହିରେ ଜଣେ ଯୁବକ ଛାତର କ୍ଲାମ୍ପରେ ବେକରେ ଲୁଗା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ଯୁବକ ଜଣକ ୨୮ ବର୍ଷୀୟ ଟି. ରାଜା ସ୍ବାମୀ। ନିଜ ଘରର ଦାଣ୍ଡପଟ ଏବଂ ବାଡ଼ିପଟ ଭିତର ପଟୁ ତାଲା ପକାଇ ରାଜା ଆତ୍ମହତ୍ୟା କରିଥିବା ସୂଚନା। ୨-୩ ଦିନ ପୂର୍ବରୁ ସେ ଆତ୍ମହତ୍ୟା କରିଥିବା ପୋଲିସ ଅନୁମାନ କରୁଛି। ଘରୁ ଦୁର୍ଗନ୍ଧ ହେବା ପରେ ଗାଁ ଲୋକ ପୋଲିସକୁ ଖବର ଦେଇଥିଲେ। ପୋଲିସ ଏଏସ୍‌ଆଇ କାଳୁ ଚରଣ ସ୍ବାଇଁ ଏବଂ କବିତା ବେହେରା ଘଟଣାସ୍ଥଳରେ ପହଞ୍ଚି ଘର କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରିଛନ୍ତି। ତେବେ ଯୁବକ ଜଣ କାହିଁକି ଆତ୍ମହତ୍ୟା କରିଛନ୍ତି, ତା’ର କାରଣ ଜଣାପଡ଼ିନାହିଁ l ପୋଲିସ ମାମଲାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri