ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ

ଧାମନଗର, ୨୭।୭(ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଞ୍ଚଳର ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ସୋମବାର ସକାଳେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଥାନାରେ ଅଟକରଖି ପଚରାଉଚରା ଚଳାଇଛି। ନାବାଳିକାଙ୍କୁ ଡାକ୍ତରୀମାଇନା ପାଇଁ ପଠାଇବା ସହ ଥାନାରେ ଏକ ମାମଲା (ନଂ. ୧୪୦/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri