ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ

ଧାମନଗର, ୨୭।୭(ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଞ୍ଚଳର ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ସୋମବାର ସକାଳେ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଥାନାରେ ଅଟକରଖି ପଚରାଉଚରା ଚଳାଇଛି। ନାବାଳିକାଙ୍କୁ ଡାକ୍ତରୀମାଇନା ପାଇଁ ପଠାଇବା ସହ ଥାନାରେ ଏକ ମାମଲା (ନଂ. ୧୪୦/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri