ହୋଲିରେ ଅଘଟଣ: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଭବାନୀପାଟଣା,୧୫ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ୀ(୨୨) ଓ ସେ ସହରର ବ୍ରାହ୍ମଣ ପଡ଼ାର ବୋଲି ଜଣାପଡିଛି।

ସୂଚନାନୁଯାୟୀ, ହୋଲି ଖେଳି ସାରିବା ପରେ ପ୍ରତ୍ୟୁଷ ନିଜ କିଛି ସାଙ୍ଗଙ୍କ ସହ ହାତୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ଗଭୀର ଥିବା ସ୍ଥାନକୁ ଚାଲିଯାଇଥିଲା। ସେଠାରୁ ବାହାରକୁ ବାହାରି ନ ପାରି ବୁଡି ଯାଇଥିଲେ। ଖବର ପାଇ ଘଟଣାସ୍ଥଳକୁ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଏ ନେଇ ଜୁନାଗଡ଼ ଥାନାରେ କେସ୍‌ ନଂ ୫/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri