ବନ୍ୟାଜଳରେ ସାଇକେଲ ସହ ଭାସିଗଲେ ଯୁବକ

କେନ୍ଦ୍ରାପଡ଼ା ଅଫିସ, ୨୬।୮: ବ୍ରାହ୍ମଣୀରେ ଆସିଥିବା ବନ୍ୟାରେ ଭାସିଯାଇ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ। ମୃତକ ହେଲେ ମଣ୍ଡପଡା ଗ୍ରାମର ସୁନୀଲ ସାହୁ(୨୧) ।
ସୂଚନାଯୋଗ୍ୟ, ମଧ୍ୟାହ୍ନରେ ସୁନୀଲ ସଉଦା ଆଣିବାକୁ ବଜାର ଯାଉଥିଲେ । ମାତ୍ର ଗାଁ ରାସ୍ତା ବନ୍ୟାରେ ସୁଅ ମୁହଁରେ ସାଇକେଲ ସହ ପଡ଼ି ଯାଇଥିଲେ ସୁନୀଲ। ଗାଁ ଲୋକେ ବହୁ ଖୋଜାଖୋଜି କରିଥିଲେ । ପରେ ତଣ୍ଡି ବୁଦା ପାଖରୁ ତାଙ୍କୁ ଉଦ୍ଧାର କରି ପଟ୍ଟାମୁଣ୍ଡାଇ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri