ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍‌ରେ ଫସିଲେ

କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ କେନାଲକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ କୌଣସି କାରଣ ବଶତଃ ସେ କେନାଲରେ ଭାସିଯାଇ ପାଇପ୍‌ରେ ଫସି ଯାଇଛନ୍ତି।

ଅନ୍ୟପକ୍ଷେ ଜେସିବି ସାହାଯ୍ୟରେ ମାଟି ଖୋଳି ଯୁବକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଏପରିକି ଘଟଣାସ୍ଥଳରେ ମୁରିବାହାଲ ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟର ତଦାରଖ କରିଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ମନ କଥା ଖୋଲି କହିଲା ଇରାନ, କରିବନି ଆମେରିକା ସହ କୌଣସି…

ତେହରାନ,୨୦।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ତାଙ୍କ ପାକିସ୍ତାନୀ ପ୍ରତିପକ୍ଷ ଇସାକ ଡାରଙ୍କ ସହ ଏକ ଟେଲିଫୋନ ଆଲୋଚନା କରିଥିଲେ।…

ମହିଳା ପ୍ରାର୍ଥୀ ଦେବାରେ ପଛରେ ଭାଜପା, କଂଗ୍ରେସ

ଭୁବନେଶ୍ୱର,୨୦ା୪(ଜିତେନ୍ଦ୍ର କୁମାର ନାୟକ): ଦେଶବ୍ୟାପୀ ଏବେ ଲୋକ ସଭା ଆସନ ବୃଦ୍ଧି ଓ ମହିଳା ସଂରକ୍ଷଣ ଆଇନ ସମ୍ପର୍କରେ ଆଲୋଚନା ତେଜିଛି। ଏପରି ପ୍ରଚ୍ଛଦପଟରେ ୨୦୨୩ରେ ମହିଳା…

ହାଇଦ୍ରାବାଦର କଫସିରପ୍‌, ଗୁଜରାଟରେ ମାଷ୍ଟରମାଇଣ୍ଡ

ଭୁବନେଶ୍ୱର,୨୦।୪(ତ୍ରିନାଥ ମହାନ୍ତି): କଟକ ଫୁଲନଖରାରେ ଥିବା ଏକ ସଂସ୍ଥାର ଗୋଦାମରୁ ୮ହଜାର ୮୪୦ ବୋତଲ ନିଷିଦ୍ଧ କଫସିରପ୍‌ ଜବତ ଘଟଣାର ଲିଙ୍କ୍‌ ଗୁଜରାଟ ଓ ହାଇଦ୍ରାବାଦକୁ ଲମ୍ବିଛି।…

ହର୍ମୁଜ ସଙ୍କଟ ମଧ୍ୟରେ NSA ଅଜିତ ଡୋଭାଲ ହଠାତ କାହିଁକି ପହଞ୍ଚିଲେ ରିୟାଦ? ଜାଣନ୍ତୁ ପରଦା ପଛର କୂଟନୀତି

ନୂଆଦିଲ୍ଲୀ,୨୦।୪: ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସାଉଦି ଆରବକୁ ଏକ ଅଚାନକ ଗସ୍ତ କରିଥିଲେ, ଯେଉଁଠାରେ ସେ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଗୁରୁତ୍ୱପୂର୍ଣ୍ଣ…

ଆଜି ଅକ୍ଷୟ ତୃତୀୟା: ଅନୁକୂଳ ହେବ ରଥକାଠ

ପୁରୀ,୨୦ା୪(ଅଜିତ୍‌ କୁମାର ମହାନ୍ତି): ବୈଶାଖ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ। ଉକ୍ତ ଦିନ ଯେକୌଣସି କାର୍ଯ୍ୟକଲେ ଶୁଭ ହୋଇଥାଏ। ପରମ୍ପରା ଅନୁସାରେ, ଉକ୍ତ ଦିନଠାରୁ…

ବିଶ୍ୱରେ ୭ ଦ୍ୱୀପ ମଧ୍ୟରେ ଜମ୍ବୁଦ୍ୱୀପ ଶ୍ରେଷ୍ଠ, ରାଜ୍ୟର ଗର୍ବ ଓ ଗୌରବ ବହନ କରି ଆଜି…

ମହାକାଳପଡ଼ା,୨୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମଚଣ୍ଡୀ ପୀଠ ନିକଟରେ ଚାଲିଥିବା ଜମ୍ବୁଦ୍ୱୀପ ମହୋତ୍ସବର ରବିବାର ଅନ୍ତିମ ସା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଶିକାରୀ ଫାଶରୁ ଖସିଆସିଲା ହରିଣ, ଗୋଡ଼ରେ ରହିଛି କ୍ଷତଚିହ୍ନ

ମହାକାଳପଡ଼ା,୨୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସଂରକ୍ଷିତ ଜଙ୍ଗଲରେ ବହୁ ପରିମାଣରେ ହରିଣ ବାର୍‌ହା ଓ ଅନ୍ୟାନ୍ୟ ଜୀବଜନ୍ତୁ ବସବାସ କରନ୍ତି।…

US-Iran War: ହର୍ମୁଜରେ ଇରାନ ଜାହାଜର ଇଞ୍ଜିନ ରୁମକୁ କଣା କରିଦେଲା ଆମେରିକା, ଜବାବରେ ଇରାନ କଲା ଏମିତି ଆକ୍ରମଣ

ତେହରାନ,୨୦।୪: ଆମେରିକା ଏବଂ ଇରାନ ମଧ୍ୟରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ପାଇଁ ସମସ୍ତ ପ୍ରୟାସ ନିରନ୍ତର ବିଫଳ ହେଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri