Posted inଫୁରସତ

ଏଟିଏମ୍‌ରୁ ପୁରା ଟଙ୍କା ପରିବର୍ତ୍ତେ ଗୋଟି ଗୋଟି କରି କାଢ଼ୁଥିଲେ ଏହି ଯୁବକ, ଘଟିଲା ଏଭଳି କିଛି..

ଆଜିକାଲି ସମୟରେ ଏଟିଏମ୍‌ର ବହୁଳ ବ୍ୟବହାର କରାଯାଉଛି। ଆବଶ୍ୟକ ସମୟରେ ଦେଶର ଯେକୌଣସି ସ୍ଥାନରେ ରହିଥିଲେ ହେଁ ସହଜରେ ଟଙ୍କା ଉଠାଇ ହେଉଛି। ହେଲେ ଏଟିଏମ୍‌ରୁ ଟଙ୍କା ଉଠାଣ ଜଣେ ଯୁବକଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏହାର ଏକ ଭିଡିଓ ଏବେ ଭାଇରାଲ ହେଉଛି।

କଥାଟି ଏପରି। ଯୁବକଜଣଙ୍କ ଏଟିଏମ୍‌ରୁ ଟଙ୍କା ଉଠାଇବା ଲାଗି ସମସ୍ତ ପ୍ରକ୍ରିୟା ପୂରଣ କରିଥିଲେ। ପରେ ଟଙ୍କା ମଧ୍ୟ ଆସିଛି। ହେଲେ ସେ ପୁରା ଟଙ୍କା ବାହାର କରିବା ପରିବର୍ତ୍ତେ ଗୋଟିଏ ଗୋଟିଏ ନୋଟ୍‌କୁ ବାହାର କରିଥିଲେ। ଫଳରେ ଆଉ କ’ଣ ହୋଇଥାନ୍ତା। ଦୁଇ ଚାରିଟି ନୋଟ୍‌କୁ ଛାଡ଼ିଦେଲେ ବାକି ଟଙ୍କା ମେଶିନ ମଧ୍ୟକୁ ପୁନର୍ବାର ଚାଲିଯାଇଛି। ଏହାକୁ ଦେଖି ସେ ଚମକି ପଡ଼ୁଛନ୍ତି। ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରା ମଧ୍ୟ ଭିଡିଓଟିକୁ ଟୁଇଟର ପୃଷ୍ଠାରେ ଶେୟାର କରିଛନ୍ତି। ଯଦି କିଏ ଆପଣଙ୍କ କାମ ଠିକ୍‌ରେ କରୁଛି, ତେବେ ତାର ମଜା ଉଡାଇବା ଠିକ୍‌ ନୁହେଁ ବୋଲି ଅଫିସର ଲେଖିଛନ୍ତି।

जो कोई आपका काम ठीक से कर रहा हो उसके मजे नहीं लेने चाहिये. @BombMarDunga pic.twitter.com/vW8BuX2K8v

— Arun Bothra (@arunbothra) August 11, 2020


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri