Posted inଫୁରସତ

ଏଟିଏମ୍‌ରୁ ପୁରା ଟଙ୍କା ପରିବର୍ତ୍ତେ ଗୋଟି ଗୋଟି କରି କାଢ଼ୁଥିଲେ ଏହି ଯୁବକ, ଘଟିଲା ଏଭଳି କିଛି..

ଆଜିକାଲି ସମୟରେ ଏଟିଏମ୍‌ର ବହୁଳ ବ୍ୟବହାର କରାଯାଉଛି। ଆବଶ୍ୟକ ସମୟରେ ଦେଶର ଯେକୌଣସି ସ୍ଥାନରେ ରହିଥିଲେ ହେଁ ସହଜରେ ଟଙ୍କା ଉଠାଇ ହେଉଛି। ହେଲେ ଏଟିଏମ୍‌ରୁ ଟଙ୍କା ଉଠାଣ ଜଣେ ଯୁବକଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏହାର ଏକ ଭିଡିଓ ଏବେ ଭାଇରାଲ ହେଉଛି।

କଥାଟି ଏପରି। ଯୁବକଜଣଙ୍କ ଏଟିଏମ୍‌ରୁ ଟଙ୍କା ଉଠାଇବା ଲାଗି ସମସ୍ତ ପ୍ରକ୍ରିୟା ପୂରଣ କରିଥିଲେ। ପରେ ଟଙ୍କା ମଧ୍ୟ ଆସିଛି। ହେଲେ ସେ ପୁରା ଟଙ୍କା ବାହାର କରିବା ପରିବର୍ତ୍ତେ ଗୋଟିଏ ଗୋଟିଏ ନୋଟ୍‌କୁ ବାହାର କରିଥିଲେ। ଫଳରେ ଆଉ କ’ଣ ହୋଇଥାନ୍ତା। ଦୁଇ ଚାରିଟି ନୋଟ୍‌କୁ ଛାଡ଼ିଦେଲେ ବାକି ଟଙ୍କା ମେଶିନ ମଧ୍ୟକୁ ପୁନର୍ବାର ଚାଲିଯାଇଛି। ଏହାକୁ ଦେଖି ସେ ଚମକି ପଡ଼ୁଛନ୍ତି। ଆଇପିଏସ୍‌ ଅଫିସର ଅରୁଣ ବୋଥ୍ରା ମଧ୍ୟ ଭିଡିଓଟିକୁ ଟୁଇଟର ପୃଷ୍ଠାରେ ଶେୟାର କରିଛନ୍ତି। ଯଦି କିଏ ଆପଣଙ୍କ କାମ ଠିକ୍‌ରେ କରୁଛି, ତେବେ ତାର ମଜା ଉଡାଇବା ଠିକ୍‌ ନୁହେଁ ବୋଲି ଅଫିସର ଲେଖିଛନ୍ତି।

जो कोई आपका काम ठीक से कर रहा हो उसके मजे नहीं लेने चाहिये. @BombMarDunga pic.twitter.com/vW8BuX2K8v

— Arun Bothra (@arunbothra) August 11, 2020


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri