Posted inଫୁରସତ

ଜୀବନକୁ ବାଜି ଲଗାଇ ସାଇକେଲ ଚଳାଉଛନ୍ତି ଯୁବକ: ଭିଡିଓ ଦେଖିଲେ ଉଡିଯିବ ହୋସ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକ ଦୁଃସାହସିକ ଭାବେ ସାଇକେଲ ଚଲାଉ ଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଯୁବକ ଜଣକ ମେଡେଲିନ କଲମ୍ବିଆ ସହରରୁ ସାଇକେଲ ଯାତ୍ରା ଆରମ୍ଭ କରୁଛନ୍ତି। ପରେ କ୍ଷୀପ୍ର ଗତିରେ ରାସ୍ତାରେ ସାଇକେଲକୁ ଚଲାଉଛନ୍ତି। ଏହି ସମୟରେ ରାସ୍ତାପାର୍ଶ୍ୱରେ ଅନେକ ଲୋକ ଛିଡା ହୋଇ ତାଙ୍କ ସାଇକେଲ ଚାଳନାକୁ ଦେଖୁଛନ୍ତି। ଭିଡିଓଟି ମେଡେଲିନ କଲମ୍ବିଆ ସହରର। ଏହି ଭିଡିଓକୁ ରେକ୍ସ ଚାପମ୍ୟାନ ଟୁଇଟ କରି ଶେୟାର କରିଛି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରୋନ୍‌ ଲାଗିଥିବା ଛତା: ମୁଣ୍ଡ ଯୁଆଡ଼େ ଛତା ଯିବ ସିଆଡ଼େ

ଖରା, ବର୍ଷାର ଭରସା ଛତା। ହେଲେ ବେଶି ସମୟ ଏହାକୁ ଧରିଲେ ହାତ କାଟିଥାଏ। ଏବେ ଏହି ସମସ୍ୟା ଆଉ ରହିବନି। କାରଣ ଆସିଯାଇଛି ଏମିତି...

ଗୋବିନ୍ଦାଙ୍କ ଷ୍ଟାଇଲ୍‌ରେ ଜବରଦସ୍ତ ଡ୍ୟାନ୍ସ କଲେ ପୋଲିସ ବାବୁ, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ ପୋଲିସ ଯବାନ ଅମୋଲ ଯଶଓ୍ବନ୍ତ କାମ୍ବଲେ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛନ୍ତି। କାମ୍ବଲେଙ୍କ ଡ୍ୟାନ୍ସ ଭିଡିଓ ସୋସିଆଲ ମିଡିଆରେ ୟୁଜରମାନେ ବେଶ୍‌...

୨୦ ବର୍ଷ ଯୁବକ ପାଲଟିଲେ ହ୍ୟୁମାନ୍‌ କାଲକୁଲେଟର: ଆଖିପିଛୁଳାକେ କରୁଛନ୍ତି ବଡ଼ ବଡ଼ ହିସାବ

ହାଇଦ୍ରାବାଦ୍‌, ୨୫।୮: ଆଖିପିଛୁଳାକେ ବଡ଼ ବଡ଼ ହିସାବ କରି ତେଲେଙ୍ଗାନାର ୨୦ ବର୍ଷ ଯୁବକ ଭାନୁ ପ୍ରକାଶ ଲିମ୍ପ୍‌କା ବୁକ୍‌ରେ ରେକର୍ଡ କରିଛନ୍ତି। ଏବେ ତାଙ୍କ...

ଘଷିର ହୋମ୍‌ ଡେଲିଭରି

ଭୋପାଳ: ସାରା ଦେଶରେ ଲକ୍‌ଡାଉନ୍‌ ପାଇଁ ଅନ୍‌ଲାଇନ୍‌ ସେବାକୁ ବନ୍ଦ କରି ଦିଆଯାଇଛି। କିନ୍ତୁ ଗୋବରରୁ ତିଆରି ହେଉଥିବା ଘଷି ଏବେ ହୋମ୍‌ ଡେଲିଭରି ହେଉଛି।...

ଘର ପାଇଁ ଅଶୁଭ

* ବାସ୍ତୁଶାସ୍ତ୍ର ଅନୁଯାୟୀ ରୋଷେଇ ଘରେ କଦାପି କ୍ଷୀରକୁ ଖୋଲା ରଖନ୍ତୁ ନାହିଁ। ଏହା ଦ୍ୱାରା ଘରେ ସର୍ବଦା ଆର୍ଥିକ ସମସ୍ୟା ଲାଗି ରହିଥାଏ। ତେଣୁ...

ବିବାହରେ ମନ୍ତ୍ର ବଦଳରେ ପଢ଼ାଗଲା ଆମେ ଭାରତବାସୀ…

କାଙ୍କେର,୨୭।୨: ବିବାହରେ ମନ୍ତ୍ର ପାଠ କରାଯାଇଥାଏ। ତେବେ ଛତିଶଗଡ଼ କାଙ୍କେରରେ ଏକ ଏକ ବିବାହ ଉତ୍ସବରେ ମନ୍ତ୍ର ବଦଳରେ ଆମେ ଭାରତବାସୀ ପାଠ କରାଯାଇ କନ୍ୟା-ବର...

ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ, ଏକାଥରକେ ବସି ଖାଇବେ…

କୋଲକାତା: ଭାରତୀୟ ରେଳ ବିଭାଗ ପକ୍ଷରୁ ପଶ୍ଚିମବଙ୍ଗର ଆସନସୋଲ ରେଳଷ୍ଟେଶନରେ ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ ଆରମ୍ଭ କରାଯାଇଛି। ଏହାର ନାମ ‘ରେଷ୍ଟୁରାଣ୍ଟ ଅନ୍‌ ହ୍ବିଲ୍ସ’ରଖାଯାଇଛି।...

ଧନ୍ୟବାଦ କରୋନା ଯୋଦ୍ଧା

ନୂଆଦିଲ୍ଲୀ: ବର୍ଷ ୨୦୨୦ ଆରମ୍ଭରୁ ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଥିଲା କରୋନା। ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ନାନାଦି ଉପାୟ ଅବଲମ୍ବନ କରାଯାଇଥିଲା। ମାସ ମାସ...

Advertisement
Archives

Model This Week