ହଠାତ୍‌ ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯୁବକ: ଆଉ ତା’ପରେ ଘଟିଲା…

ସଇଁତଳା,୫।୧୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗିର ଶୁକ୍ରବାର ସକାଳ ସମୟରେ କୌଣସି ଏକ ଟ୍ରେନରୁ ଜଣେ ଯୁବକ ପଡି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ସଇଁତଳା ଦେଇ ଯାଇଥିବା ସମ୍ବଲପୁର ଟିଟିଲାଗଡ଼ ରେଳ ଲାଇନର ଖୁଣ୍ଟି ନଂ.୭୧୯/୧୬ ସିଲେଟପଡ଼ା ବ୍ରିଜ ନିକଟରେ ଜଣେ ଯୁବକ ପଡ଼ିଥିବାର କିମ୍ୟାନ ଦେଖ ସଇଁତଳା ଷ୍ଟେଶନ ମାଷ୍ଟରଙ୍କୁ ଖବର ଦେଇଥିଲେ। ଷ୍ଟେଶନ ମାଷ୍ଟର ଜିଆରପିକୁ ଖବର ଦେବାପରେ ଜିଆରପି ଆସି ଯୁବକଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲା। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଯୁବକ ଜଣକ ଝାଡ଼ଖଣ୍ଡର ସଂଜୟ ବୋଲି ଜଣାପଡ଼ିଥିବାବେଳେ ସମ୍ପୂର୍ଣ୍ଣ ପରିଚୟ ମିଳିପାରିନାହିଁ। ସେହିପରି ଯୁବକ ଜଣକ କେଉଁ ଟ୍ରେନରେ ଯାଉଥିବାବେଳେ ଖସି ପଡ଼ି ମୃତ୍ୟୁବରଣ କରିଛନ୍ତି ତାହା ମଧ୍ୟ ଜଣାପଡ଼ିନାହିଁ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ...

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ନବବିବାହିତାଙ୍କୁ ନିର୍ଯାତନା, ଦିବ୍ୟାଙ୍ଗ ବାପାଙ୍କୁ ମାଡ଼

ବଳଙ୍ଗା,୨୦ା୧(କେଦାରେଶ୍ୱର ନନ୍ଦ): ଅଧିକ ଯୌତୁକ ଦାବିରେ ବଳଙ୍ଗା ଥାନା ଅଧୀନ ସମେଇପୁର ଗ୍ରାମରେ ଜଣେ ନବବିବାହିତାଙ୍କୁ ନିର୍ଯାତନା ଦିଆଯିବା ସହ ତାଙ୍କ ଦିବ୍ୟାଙ୍ଗ ବାପାକୁ ମାଡ଼...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri