ଘରେ କେହି ନଥିବାର ସୁଯୋଗ ନେଇ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କଲେ ଯୁବକ, ଝିଅର ଚିତ୍କାର ଶୁଣି ପହଞ୍ଚିଗଲେ…

ପାରଳାଖେମୁଣ୍ଡି,୧୪ା୧(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରରେ ଜଣେ ୧୦ ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ପାଇଲୁ ରବି (୩୫) ଗିରଫ ହୋଇଛନ୍ତି। ସହରର ଏକ ସାହିରେ ରହୁଥିବା ନାବାଳିକାଙ୍କ ପରିବାର ଲୋକେ ସୋମବାର କାମକୁ ଯାଇଥିଲେ। ନାବାଳିକା ଜଣକ ଏକୁଟିଆ ଥିବାର ସୁଯୋଗ ନେଇ ପାଇଲୁ ଘରେ ପଶି ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ସେ ପାଟି କରିବାରୁ ପାଇଲୁ ତାଙ୍କ ପାଟି ବନ୍ଦ କରି ବଳାତ୍କାର କରିବାକୁ ଉଦ୍ୟମ କଲା ବେଳେ କୌଣସି ପ୍ରକାରେ ନାବାଳିକା ଜଣକ ତାଙ୍କ କବଳରୁ ଖସି ଆସିଥିଲେ। ବାହାରେ ନାବାଳିକା ଏକ କୁଅ ପାଖରେ ପଡ଼ିଯାଇଥିଲେ। ତାଙ୍କ ଚିତ୍କାର ଶୁଣି ପଡ଼ୋଶୀମାନେ ପହଞ୍ଚତ୍ ପାଇଲୁଙ୍କୁ ଘର ଭିତରେ ଅଟକାଇ ରଖି ଧରିଥିଲେ। ଏହି ଖବର ଶୁଣି ନାବାଳିକାଙ୍କ ମା’ ବାପା ପହଞ୍ଚତ୍ ଝିଅଠାରୁ ସବୁ ଶୁଣି ପୋଲିସକୁ ଖବର ଦେଇଥିଲେ। ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚତ୍ ଅଭିଯୁକ୍ତ ପାଇଲୁଙ୍କୁ ଗିରଫ କରିଥିଲା। ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ୬/୨୬ରେ ଏକ ମାମଲା ରୁଜୁ ହୋଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ଭାଜପା ନେତାଙ୍କ ଘରେ ଲାଗିଲା ନିଆଁ: ଖେଳିଗଲା ଆତଙ୍କ

ନୂଆଦିଲ୍ଲୀ,୧୪।୧:ବରିଷ୍ଠ ଭାଜପା ନେତା ରବି ଶଙ୍କର ପ୍ରସାଦଙ୍କ ଦିଲ୍ଲୀସ୍ଥିତ ଘରେ ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ଅଗ୍ନିକାଣ୍ଡ ଘଟିଥିଲା।...

ଯଦି ଟି-୨୦ ବିଶ୍ୱକପ ଖେଳିବାକୁ ମନା କରେ ବାଂଲାଦେଶ, ତା’ହେଲେ କି କାର୍ଯ୍ୟାନୁଷ୍ଠାନ ନେବ ICC? ଜାଣନ୍ତୁ…

ନୂଆଦିଲ୍ଲୀ,୧୪।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବାଂଲାଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ ପୁଣିଥରେ ସ୍ପଷ୍ଟ...

ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେବା ପଡିଲା ମହଙ୍ଗା: ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷିତ କଲେ ହାଇକୋର୍ଟ

ମୋହନା, ୧୪ା୧(ମନ୍ମଥ ମିଶ୍ର): ଗତ ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେଇ ସରପଞ୍ଚ ରୂପେ ନିର୍ବାଚିତ ହୋଇଥିବାରୁ ଏହାର ପ୍ରତିବାଦରେ ପ୍ରତିଦ୍ୱନ୍ଦ୍ୱୀ କୈଳାସି ମାଝୀ ୨୦୨୨ରେ...

ପରିଣାମ ଭୋଗିବ…ଏହି ଦେଶକୁ ଖୋଲା ଧମକ ଦେଲେ ଟ୍ରମ୍ପ, ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୧୪।୧: ଇରାନରେ ଦେଶବ୍ୟାପୀ ପ୍ରତିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେହେରାନକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଇରାନ ସରକାର ନିଜ...

ମକର ସଂକ୍ରାନ୍ତିରେ ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୧୪।୧: ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି। ବଡୁ...

ଏହି ସ୍ଥାନକୁ ଗଲେ ହୁଏ ସନ୍ତାନପ୍ରାପ୍ତି : ମକର ସଂକ୍ରାନ୍ତିରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼, ମାନସିକ କୁଣ୍ଡରେ…

ଖୋର୍ଦ୍ଧା,୧୪।୧(ପ୍ରଭାତ ପାଣିଗ୍ରାହୀ): ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ...

ମକର ସଂକ୍ରାନ୍ତି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଢ଼ୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଏକ୍ସରେ ଲେଖିଛନ୍ତି,...

ଖୁସି ଖବର: ଭାରତ ଉପରୁ ଟାରିଫ୍‌ ହଟାଇବେ ଟ୍ରମ୍ପ! ମିଳିଲା ସିଗ୍‌ନାଲ୍‌

ଓ୍ବାଶିଂଟନ୍‌,୧୪।୧: ଆମେରିକାର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ରୁବିଓଙ୍କ ସହ ଫୋନରେ କଥା ହୋଇଛନ୍ତି। ଏକ ଇମେଲ ପୋଷ୍ଟରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri