ମର୍ନିଂଓ୍ବାକ୍‌ ବେଳେ ମହିଳାଙ୍କୁ କମେଣ୍ଟ ମାରି ଯୁବକ ଗିରଫ

ଛତ୍ରପୁର,୨୬।୩: ମହିଳାଙ୍କୁ କମେଣ୍ଟ ମାରିବା ଅଭିଯୋଗରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ମହିଳା ଜଣକ ମର୍ନିଂଓ୍ବାକ କରିବା ପାଇଁ ଆସୁଥିବା ବେଳେ ଯୁବକ ଜଣକ ତାଙ୍କୁ କମେଣ୍ଟ ମାରିଥିଲେ। ଏନେଇ ମହିଳା ଜଣକ ଛତ୍ରପୁର ପୋଲିସକୁ ଅବଗତ କରାଇଥିଲେ । ପୋଲିସ ପହଞ୍ଚି ଯୁବକଙ୍କୁ କାବୁ କରିଥିଲା। ଏନେଇ ପୋଲିସ ଏକ ମାମଲା(ନଂ.୧୩୫/୨୧) ରୁଜୁ କରି ଯୁବକଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ରେ ଧାମନଗର ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ

ଧାମନଗର, ୧୩ା୪: ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୦ ତାରିଖରେ...

କେନ୍ଦ୍ର ଯୋଜନାକୁ ରାଜ୍ୟ ସରକାର ହଡ଼ପ କରିବା ପ୍ରତିବାଦ: ରାଜଭବନ ସମ୍ମୁଖରେ ଭାଜପାର ଧାରଣା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜେଡି ନିଜ ନାମରେ କରୁଥିବା ଅଭିଯୋଗ ଆଣିଛି ଭାଜପା। ଏଥିସହ ଅନ୍ୟ ଚାରୋଟି ପ୍ରସଙ୍ଗକୁ ନେଇ ଭାଜପା...

ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୮ା୧: ଜଗତ୍‌ସିଂହପୁର ଜିଲାରେ ସୋମବାରଠାରୁ ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା...

ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୧୮।୪ (ଡି.ଏନ.ଏ.):  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତ ବୋଡ଼କ ଗଁା ଚଇତି ପୁନେଇ ପର୍ବ ଲାଗି ଉତ୍ସବମୁଖର ହୋଇଛି। କରୋନା ଯୋଗୁ...

ରଥଯାତ୍ରା ନେଇ ସୁପ୍ରିମକୋର୍ଟରେ ପୁଣି ପିଟିଶନ

ଭୁବନେଶ୍ୱର, ୧୬।୬(ବ୍ୟୁରୋ)/ ନୂଆଦିଲ୍ଲୀ(ସ୍ବ.ପ୍ର.): ପୁରୀ ରଥଯାତ୍ରା ସଂକ୍ରାନ୍ତରେ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରାଯାଇଛି।...

ଖାଇବାକୁ ଦିଆଯାଇ ନ ଥିବା ଅଭିଯୋଗ: ୧୬ନଂ ଜାତୀୟ ରାଜପଥ ଅବରୋଧ କଲେ ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୧୬।୫ – ଶନିବାର ପୂର୍ବାହ୍ନରେ ୧୬ନଂ ଜାତୀୟ ରାଜପଥ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ପ୍ରବାସୀମାନେ ଶନିବାର ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି।...

ବାଲେଶ୍ୱରରେ ୯୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୯ା୭: ବାଲେଶ୍ୱର ଜିଲାରେ ବୁଧବାର ୨୯ କରୋନା ପଜିଟିଭ୍‌ ଚି଼ହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୧୪ ରେ ପହଞ୍ଚିଛି। ସେଥିମଧ୍ୟରୁ ୬୬୬...

ନବୀନ ନିବାସ ଅଭିମୁଖେ ଅଲଚିକି ଶିକ୍ଷକଙ୍କ ପଦଯାତ୍ରା

ବାରିପଦା ଅଫିସ,୧୬।୧୧: ମୟୂରଭଞ୍ଜ ଜିଲାରେ ୧୫ ବର୍ଷ ଧରି ଦିନକୁ ଶହେ ଟଙ୍କା ମଜୁରି ପାଉଥିବା ଠିକା ନିଯୁକ୍ତି ଶିକ୍ଷକଙ୍କୁ ନିୟମିତ ଦାବି ନେଇ ୩୪...

Advertisement
Archives

Model This Week