ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପାତ୍ରପଡ଼ାର ଜଣେ ଯୁବକଙ୍କୁ ଆକ୍ରମଣ କରାଯାଇଥିବା କୁହାଯାଉଛି।
Dharitri – The Largest & Most Trusted Odia Daily