ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଖୋର୍ଦ୍ଧା,୨୩ା୮: ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଚୋଟ ପରେ ଚୋଟ ମାରିଛନ୍ତି ଦୁର୍ବୃତ୍ତ। ଜଟଣୀ ଥାନା ମୋ’ ଜଟଣୀ ଛକ ନିକଟରେ ଏପରି ମରଣାନ୍ତକ ଆକ୍ରମଣ ହୋଇଛି। ଉକ୍ତ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିବାବେଳେ ଅଭିଯୁକ୍ତଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ଆହତ ଯୁବକ ଜଣକ ଜଟଣୀ ବାଛରାପାଟଣା ଅଞ୍ଚଳର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri