ନିଜ ବାହାଘର ପାଇଁ ଗୁଆ ଦେବାକୁ ଯାଉଥିଲେ ଯୁବକ, ବାଟରେ ପିଟିଦେଲା ବସ୍‌, ଆଉ ତା’ ପରେ…

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ଗୁରୁବାର ସକାଳେ ଏକ ବସ୍‌ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଆଉ ଜଣେ ଯୁବକ ସାମାନ୍ୟ ଆହତ ହୋଇଛନ୍ତି। ଆହତ ଯୁବକ ଦ୍ୱୟ ଭଞ୍ଜନଗର ଥାନା ଅନ୍ତର୍ଗତ ମଳସପଦର୍‌ ଗ୍ରାମର। ସେମାନେ ହେଲେ ପ୍ରଶାନ୍ତ ଗୌଡ଼ ଓ କୃଷ୍ଣ ଗୌଡ଼। ଆହତ ଯୁବକ ଦ୍ୱୟଙ୍କୁ ସଂପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। କୃଷ୍ଣ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସିତ ହେବା ପରେ ଘରକୁ ଫେରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ପ୍ରଶାନ୍ତଙ୍କ କିଛି ଦିନ ପରେ ବିବାହ ହେବାର ଥିଲା। ତେଣୁ ପ୍ରଶାନ୍ତ ଆଜି ତାଙ୍କ ଗ୍ରାମର କୃଷ୍ଣଙ୍କୁ ଧରି ବାଇକ୍‌ ଯୋଗେ ବେଲଗୁଣ୍ଠା ଅଭିମୁଖେ ଭୋଜି ଗୁଆ ଦେବାକୁ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବସ୍‌ ତାଙ୍କୁ ଧକ୍କା ଲଗାଇଥିଲା। ଫଳରେ ସେମାନେ ଆହତ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri