ରାଜଧାନୀରେ ଯୁବକଙ୍କୁ ମାରି ଟାଙ୍ଗିଦେଲେ! କାଲି ଶ୍ବଶୁର ଘରକୁ ଆସିଥିଲେ, ଆଜି…

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ବରରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଭରତପୁର ଥାନା ଅନ୍ତର୍ଗତ ପଣ୍ଡାକୁଦିଆ ଅଞ୍ଚଳରୁ ଜଣେ ଯୁବକଙ୍କର ଝୁଲନ୍ତା ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି।

ମୃତ ଯୁବକଙ୍କ ଘର ଯାଜପୁର ଜିଲାର ସୁଜନପୁର ଅଞ୍ଚଳରେ ବୋଲି ସୂଚନା ମିଳିଛି। ଜଣାପଡ଼ିଛି ଯେ, ମୃତ ଯୁବକ କାଲି ତାଙ୍କ ଶ୍ବଶୁର ଘରକୁ ଆସିଥିଲେ। ଆଜି ତାଙ୍କର ଝୁଲନ୍ତା ମୃତଦେହ ମିଳିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଯୁବକଙ୍କ ପତ୍ନୀ ଅଭିଯୋଗ କରିଛନ୍ତି ଯେ, ତାଙ୍କ ସ୍ବାମୀଙ୍କୁ ମାରି ଟାଙ୍ଗି ଦିଆଯାଇଛି। ସେ ଆହୁରି ଅଭିଯୋଗ କରିଛନ୍ତି ଯେ, ପୋଲିସ ତାଙ୍କୁ ନିଜ ଇଚ୍ଛାରେ FIR ଲେଖିବାକୁ କହିଛି।

ଏହି ଘଟଣାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ଜୋର ଧରିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଏହି ମାମଲାରେ ପ୍ରକୃତ ସତ୍ୟ କ’ଣ ତାହା ତଦନ୍ତ ପରେ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri