୪ ବର୍ଷର ନାବାଳକଙ୍କ ସହ ଅପ୍ରାକୃତ ଯୌନସମ୍ପର୍କ ରଖୁଥିଲେ ଯୁବକ, ଘଣ୍ଟାଏ ପରେ ଘଟିଲା…

ବଅଁରପାଳ,୩ା୯ (ସୁବାସ ସାହୁ):ଅନୁଗୋଳ ଜିଲା ନାଲ୍‌କୋନଗର ଥାନା ଅଞ୍ଚଳର ଜଣେ ୪ ବର୍ଷର ନାବାଳକଙ୍କ ସହ ଅପ୍ରାକୃତ ଯୌନସମ୍ପର୍କ କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ଯୁବକ ନାରାୟଣ ଟୁଡୁ (୨୮)ଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ସୋମବାର ସାରେ ନାବାଳକ ଜଣକ ଘର ପାଖରେ ଖେଳୁଥିବା ବେଳେ ଅଭିଯୁକ୍ତ ଯୁବକ ତାଙ୍କୁ ଦୋକାନରୁ ଖାଇବାକୁ ଦେବାର ପ୍ରଲୋଭନ ଦେଖାଇ ନିଛାଟିଆ ସ୍ଥାନକୁ ନେଇ ଅପ୍ରାକୃତ ଯୌନ ସମ୍ପର୍କ ରଖିଥିଲେ। ପ୍ରାୟ ଘଣ୍ଟାଏ ପରେ ନାବାଳକ ଜଣକ କାନ୍ଦି କାନ୍ଦି ଘରକୁ ଆସି ଘଟଣା ବିଷୟରେ କହିଥିଲେ। ଏହାପରେ ନାବାଳକଙ୍କ ବାପା ନାଲ୍‌କୋ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri