ଗଛମୂଳରେ ଆଶ୍ରୟ ନେଇଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ଯୁବକଙ୍କ ଜୀବନ

ଠାକୁରମୁଣ୍ଡା,୬।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ତରଡ଼ିଆ ଡ୍ୟାମ ନିକଟରେ ବଜ୍ରପାତରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଆନନ୍ଦପୁର ଥାନା ଅନ୍ତର୍ଗତ ଭୋଗପୁର ଗ୍ରାମର ଅନିଲ କୁମାର ନାଏକ(୨୭) ବୋଲି ଜଣାପଡ଼ିଛି। ଖବରପାଇ ମହୁଲଡିହା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଘଷିପୁରା ପଠାଇଥିବାର ଜଣାଯାଇଛି। ଭୋଗପୁର ଗ୍ରାମର ରଘୁନାଥ ନାଏକଙ୍କ ପୁଅ ଅନିଲ ଆନନ୍ଦପୁର ମେଘା ପ୍ରୋଜେକ୍ଟରେ ସିକ୍ୟୁରିଟି ଗାର୍ଡ ଭାବରେ କାମ କରୁଥିଲେ। କୌଣସି କାମରେ ନିଜର ବାଇକରେ ଯାଉଥିବା ସମୟରେ ବୁଧବାର ଘଡ଼ଘଡି ସହ ବର୍ଷା ହେବାରୁ ତରଡ଼ିଆ ଡ୍ୟାମ୍‌ ନିକଟ ରାସ୍ତା କଡ଼ରେ ଥିବା ଗଛମୂଳରେ ବାଇକ୍‌ ରଖି ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri