ଟ୍ରେନ୍‌ରେ କଟି ଯୁବକଙ୍କ ପ୍ରାଣଗଲା

ଟେନ୍‌ସା,୨୨ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟେନ୍‌ସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍‌ଷ୍ଟାଣ୍ଡ ନିକଟରେ ଯାଇଥିବା ରେଲ୍‌ଓ୍ବେ ଟ୍ରାକ୍‌ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ ନାମ ଅଭିରାମ ମୁଣ୍ଡା (୨୭)। ତାଙ୍କ ଘର ଉପର ଖଣ୍ଡାଧାର ନିକଟ ଶାଗପାଳ ଗ୍ରାମରେ। ସେ ଡ୍ରାଇଭର ଭାବେ କାମ କରନ୍ତି। ଗତକାଲି ରାତିରେ କୌଣସି କାରଣ ବଶତଃ ବରସୁଆଁ ବସ୍‌ଷ୍ଟାଣ୍ଡ ନିକଟରେ ଯାଇଥିବା ରେଲ୍‌ଓ୍ବେ ଟ୍ରାକ୍‌ ପାର ହେଉଥିବା ବେଳେ ହଠାତ୍‌ ଏକ ଟ୍ରେନ୍‌ ଆସି ଯିବାରୁ ଟ୍ରାକ୍‌ରେ ପଡ଼ି ଯାଇଥିଲେ। ଫଳରେ ଟ୍ରେନ୍‌ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଅଭିରାମ କଟି ଖଣ୍ଡ ଖଣ୍ଡ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତାରା’ ଯୋଜନା ଶୁଭାରମ୍ଭ କଲେ ମନ୍ତ୍ରୀ: ୩ ବର୍ଷରେ ଚାଷୀଙ୍କ ଆୟ ଦୁଇ ଗୁଣ କରିବା ଲକ୍ଷ୍ୟ

ଛତ୍ରପୁର,୫ା୧୨(ଡି.ଏନ.ଏ)-ଗ୍ରାମାଞ୍ଚଳରେ କୃଷିର ବିକାଶ ସହ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ‘ତାରା’ ଯୋଜନା ଶୁଭାରମ୍ଭ ହୋଇଛି...

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ...

ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା

ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି।...

ମାଓବାଦୀଙ୍କ ଗୁଳିରେ ୨ ଯବାନ ଆହତ

ମାଲକାନଗିରି,୧୩।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲା ଅଧୀନ କେରଳାପାଲ ଅଞ୍ଚଳର ଚିଚୋରଗୁଡାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ...

ପୁଅର ଶକ୍ତ ଚାପୁଡ଼ାରେ ଚାଲିଗଲା ମା’ଙ୍କ ଜୀବନ

ନବରଙ୍ଗପୁର,୧୯ା୩(ବି.ପ୍ର.): ନବରଙ୍ଗପୁର ସ୍ଥାନୀୟ ଦାରୁବନ୍ଧ ସାହି ପ୍ରତାପ ସାଗର (ପୋଖରୀ) ହୁଡ଼ାରେ ନବୀନ ଅମନାତ୍ୟ ଓ ତାଙ୍କ ମା’ ଜେମା ଅମନାତ୍ୟ (୮୦) ଏକ ଝୁପୁଡ଼ି...

ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି

ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ...

ଛାତ୍ରୀଙ୍କୁ ଅସଦାଚରଣ, ବିଦ୍ୟାଳୟରେ ଉତ୍ତେଜନା

ବୈଶିଙ୍ଗା,୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଏକ ହାଇସ୍କୁଲର ଜନୈକା ଦଶମଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ନେଇ...

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବ୍ୟାପକ ପ୍ରସ୍ତୁତି, ସମ୍ବେଦନଶୀଳ ବୁଥ୍‌ ପ୍ରତି କଡ଼ା ନଜର

ବାଲିଗୁଡ଼ା,୧୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ନିର୍ବାଚନମଣ୍ଡଳୀ ବାଲିଗୁଡ଼ା ବ୍ଲକରେ ଆଗାମୀ ପଞ୍ଚାୟତ ନିର୍ବାଚନ ଚଳିତ ମାସ ୧୬ରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏନେଇ...

Advertisement
Archives

Model This Week