ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ ପେଟକୁ ଭୁସି ଦେଇଛନ୍ତି। ଯୁବକ ଜଣକ ହେଲେ ଗବ ନଳାଗାଁର 28 ବର୍ଷୀୟ ସାଗର ଗୌଡ଼। ସାଗର ଏକାକୀ ନିଜ ବାଇକ୍‌ରେ ଅତରଙ୍ଗ ଯାଉଥିବା ବେଳେ ଚାରିରୁ ପାଞ୍ଚ ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ଆକ୍ରମଣ କରିଥିଲେ। ଆକ୍ରମଣର କାରଣ ଅସ୍ପଷ୍ଟ ଥିବା ବେଳେ କିଏ ଓ କାହିଁକି ଆକ୍ରମଣ କଲା ସୂଚନା ମିଳି ନାହିଁ । ସାଗରଙ୍କୁୁ ସ୍ଥାନୀୟ ଲୋକେ ଆସିକା ମେଡିକାଲଙ୍‌ରେ ଚିକିତ୍ସା ପରେ ଘରକୁ ଯାଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଲ୍ଲୀ ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲ୍ଲୀ ଜେନା ହତ୍ୟାକାଣ୍ଡ ଘଟଣାରେ…

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା…

ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ

ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା…

ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ

କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ…

୨୧୧ ଯାତ୍ରୀକୁ ନେଇ ଯାଉଥିବା ଇଣ୍ଡିଗୋ ବିମାନରେ ଧକ୍କା ହେଲା ପକ୍ଷୀ, ଆଉ ତା’ପରେ…

ନୂଆଦିଲ୍ଲୀ,୨୯।୧: ଗୋଆରୁ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଶମଶାବାଦ) ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ପକ୍ଷୀ ଧକ୍କା ହୋଇଥିଲା। ବିମାନ ଭିତରେ ୨୧୧ ଜଣ ଯାତ୍ରୀ…

ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍‌ ଧରିଛି ଚର୍ଚ୍ଚା

ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri