ଏକୁଟିଆ ଥିବା ବେଳେ ଘରେ ପଶି ବିବାହିତା ମହିଳାଙ୍କୁ ବଳାତ୍କାର,ଜେଲ୍‌ ଗଲେ ଯୁବକ

କୋକସରା,୧୮।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଛଞ୍ଚାଣବାହିଲି ପଞ୍ଚାୟତ ପଲସପାଣି ଗ୍ରାମର ଜଣେ ବିବାହିତା ମହିଳାଙ୍କୁ ସେହି ଗ୍ରାମର ଜଣେ ବିବାହିତ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଜଣକ ହେଲେ ଦୁର୍ଯୋଧନ ଜୁଏଡ଼(୩୫) । ଗତ ୧୬ ତାରିଖ ସକାଳେ ମହିଳା ଘରେ ଏକୁଟିଆ ଥିବା ସୁଯୋଗରେ ଘରେ ପଶି ମହିଳାଙ୍କ ବିରୋଧ ସତ୍ତ୍ୱେ ବଳାତ୍କାର କରିଥିବା ନେଇ ପୀଡିତା ମହିଳା ଉକ୍ତ ଦିନ ସାରେ କୋକସରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ତ୍ୱରିତ ପଦକ୍ଷେପ ନେଇ ଯୁବକକୁ ଗିରଫ କରିବା ସହ ମାମଲାରେ ଦୋଷୀ ସାବ୍ୟସ୍ତ ଥିବା ସ୍ପଷ୍ଟ ପ୍ରମାଣିତ ହେବାପରେ କୋକସରା ଥାନା କେଶ ନମ୍ବର ୨୫୭/୨୨ ରେ ମାମଲା ରୁଜୁକରି ମଙ୍ଗଳବାର କୋର୍ଟ ଚାଲାଣ କରିଥିବା ନେଇ ସବ ଇନ୍ସପେକ୍ଟର ଗୋପବନ୍ଧୁ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?