ବଳାତ୍କାର ଉଦ୍ୟମ ବିଫଳ ପରେ ଛାତ୍ରୀଙ୍କ ବେକ କାଟିଥିବା ଯୁବକ ଗିରଫ

ବିନିକା,୧୮ା୪: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ସାନଭାଲୁପାଲି ଅଞ୍ଚଳର ଜଣେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏଥିରେ ଯୁବକ ଜଣକ ବିଫଳ ହୋଇ ଛାତ୍ରୀଙ୍କୁ ଏକ ଧାରୁଆ ଦାରେ ବେକ, ହାତ ଆଙ୍ଗୁଳି କାଟି ଫେରାର ହୋଇଯାଇଥିଲେ। ଫଳରେ ଯୁବତୀ ଜଣକ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସା ପରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ଏନେଇ ପୀଡିତାଙ୍କ ମାମୁ ଏବଂ ରାଜ୍ୟ ଭୀମସେନା ସଂଗଠନ ପକ୍ଷରୁ ରାମପୁର ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ତଦନ୍ତ ପରେ ରାଉରକେଲା ସେକ୍ଟର-୧୯ରୁ ଅଭିଯୁକ୍ତ ଟାଙ୍ଗରକର୍ଲେ ଗାଁର ରାଜେଶ ଭୋଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜଧାନୀରେ ବାର ଖୋଲୁ ଖୋଲୁ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚନ୍ଦ୍ରଶେଖରପୁର ସ୍ଥିତ ଏକ ବାର୍‌ରେ ଯୁବତୀଙ୍କୁ ମଦ ପିଆଇ ପାହାଳ ଅଞ୍ଚଳରେ...

ପୋଲିସ ହାତରୁ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣା: ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ

ବାଲେଶର ଅଫିସ,୧୮।୧୨: ଜଳେଶ୍ବର କମର୍ଦା ଥାନା ଅଞ୍ଚଳରେ ନାବାଳିକା ଅପହରଣ ଘଟଣାରେ ଗିରଫ ଅଭିଯୁକ୍ତ ପୋଲିସ ହାତରୁ ଚମ୍ପଟ ମାରିଛନ୍ତି। ଏହି ଘଟଣାରେ ବାଲେଶ୍ବର ଏସପି...

କାର୍ଯ୍ୟରେ ଯୋଗଦେଲେ ବିଆରସିସି

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଏବିଇଓ ସୁରେଶ ଜେନାଙ୍କୁ ବିଆରସିସି ଦାୟିତ୍ୱ ମିଳିଛି। ସୁରେଶ କିଛି ଦିନ ପୂର୍ବରୁ ଏଠାକୁ ବଦଳି ହୋଇ ଆସିଥିଲେ।...

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ...

ଏବେ ବି ଅପହଞ୍ଚ ସ୍ବାଭିମାନଅଞ୍ଚଳ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳ ଏବେ ବି ଲୋକଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ଏବେ ମଧ୍ୟ ବିଚ୍ଛିନ୍ନାଞ୍ଚଳର ୫ଟି ପଞ୍ଚାୟତ...

ଛାତ୍ରୀଛାତ୍ରଙ୍କ ପାଖକୁ ପୁସ୍ତକ ପହଞ୍ଚାଇଲେ ଶିକ୍ଷୟିତ୍ରୀ

ଭଟଲି,୧୭।୪(ଡି.ଏନ.ଏ): ଲକ୍‌ ଡାଉନ୍‌ କଟକଣା ଯୋଗୁ ଛାତ୍ରୀଛାତ୍ରଙ୍କ ପାଖକୁ ସେମାନଙ୍କ ପାଠ୍ୟ ପୁସ୍ତକ ପଠାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି । ଏହି କ୍ରମରେ ଶୁକ୍ରବାର...

ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୮।୧-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଶନିବାର ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲଦଣ୍ଡ ସହ...

ଶ୍ମଶାନ ଜମିରୁ ଜବରଦଖଲ ଉଚ୍ଛେଦ: ଖୋଲା ଆକାଶ ତଳେ ୭୦ ପରିବାର

ଜଳେଶ୍ୱର, ୧୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ନିମପୁର ଗାଁରେ ଦୀର୍ଘଦିନ ହେଲା ଆଦିବାସୀମାନେ ଶ୍ମଶାନ ଜମିରେ ଜବରଦଖଲ କରି ରହିଆସୁଥିଲେ। ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ...

Advertisement
Archives

Model This Week