ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ ହେଲେ ଲୋଚନ ମାଝୀ। ସୂଚନା ଅନୁସାରେ, ବୁଧବାର ସକାଳେ ଲୋଚନଙ୍କ ମୃତଦେହ ଘର ଭିତରେ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଲୋଚନ ଗତ କିଛିଦିନ ହେଲା ମାନସିକ ଚାପରେ ରହୁଥିବା ପରିବାର ଓ ପଡ଼ୋଶୀ ଲୋକଙ୍କଠାରୁ ଶୁଣିବାକୁ ମିଳୁଛି। ତେବେ ମାନସିକ ଚାପରେ ଆସି ସେ ଏଭଳି ନିଷ୍ପତ୍ତି ନେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ କୋକସରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri