ରାଜଧାନୀରେ ଚାଞ୍ଚଲ୍ୟ:ରସୁଲଗଡ଼ ଛକରେ ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର,୮।୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍‌ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି। ମୃତ ଯୁବକଙ୍କ ପରିଚୟ ମିଳିନି। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଏକ ସ୍କbୁଟି ବି ପଡ଼ିଛି। କିଏ ଓ କାହିଁକି ବୀଭତ୍ସ ଭାବେ ହତ୍ୟା କରିଛନ୍ତି ତାହାର କାରଣ ଅସ୍ପଷ୍ଟ ରହିଛି। ହତ୍ୟାକାଣ୍ଡ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କାର୍ଯ୍ୟ ଆରମ୍ଭ କରିଛି।

ସୂଚନାଯୋଗ୍ୟ,ଆଜିଠାରୁ ରାଜଧାନୀରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେଉଥିବାବେଳେ ଏହି ଘଟଣା ପୋଲିସର ମୁଣ୍ଡବିନ୍ଧା ବଢାଇଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri