Advertisement

ବସ୍‌ ଧକ୍କାରେ ଯୁବକଙ୍କ ଜୀବନ ଗଲା

ନାଉଗାଁ,୨୪ା୧୧(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଖଇରା ଛକ ନିକଟରେ ଗୁରୁବାର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ବ୍ରଜେଶ ରୋଶନ ରାୟ। ସେ ନିକଟସ୍ଥ ମୁଣ୍ଡାଳ ବଜାରରୁ ଟିଫିନ ଆଣି ଘରକୁ ଫେରୁଥିବା ସମୟରେ ଖଇରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଜଗତସିଂହପୁରରୁ ନାଉଗାଁ ଅଭିମୁଖେ ଯାଉଥିବା ବେଳେ ବ୍ରଜେଶଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ସ୍ଥାନୀୟ ସରପଞ୍ଚ ଦୋଳଗୋବିନ୍ଦ ରାଉଳ, ସଭ୍ୟା ଶ୍ରାବଣୀ ରାୟ ଏବଂ ଗ୍ରାମବାସୀ ଛକ ନିକଟରେ ପହଞ୍ଚି ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରିବା ସହ ମୁଖ୍ୟରାସ୍ତା ଅବରୋଧ କରିଛନ୍ତି। ଫଳରେ କଟକ, ପୁରୀ, ପାରାଦୀପ ଆଦି ସ୍ଥାନକୁ ଯାନବାହନ ଚଳାଚଳ ବ୍ୟାହତ ହୋଇଛି। ଘଟଣାସ୍ଥଳରେ ଥାନାଧିକାରୀ ଅନିରୁଦ୍ଧ ନାୟକ ଉପସ୍ଥିତ ରହି ଘଟଣାର ତଦନ୍ତ କରୁଛନ୍ତି। ବ୍ରଜେଶଙ୍କର ଘରେ ବିଧବା ସ୍ତ୍ରୀ, ମା ଏବଂ ଏକମାତ୍ର ପୁତ୍ର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଘରେ ମଦ କାରବାର

ବିରିଡି, ୨୯।୨ (ଡି.ଏନ୍‌.ଏ.): ବିରିଡ଼ି ବ୍ଲକ ଅଧୀନ ବିଲୁଆଖାଇ କେନାଲ ସବ୍‌ଡିଭିଜନ ବାଲିଆ ଅଧୀନରେ ଥିବା ୬ ନଂ. କେନାଲ ବନ୍ଧ ପାର୍ଶ୍ୱରେ ବେଆଇନ୍‌ ଭାବେ...

ମିଳୁନି ଫନୀ ସହାୟତା: ତହସିଲ ଘେରିଲେ କ୍ଷତିଗ୍ରସ୍ତ

କଣ୍ଟାପଡା, ୧୭।୧୨(ଡି.ଏନ୍‌.ଏ.): ଗତ ମେ ମାସ ୩ ତାରିଖରେ ହୋଇଥିବା ବାତ୍ୟା ଫନୀ କ୍ଷତିଗ୍ରସ୍ତ ପରିବାରଗୁଡ଼ିକୁ ଅଦ୍ୟାବଧି ସହାୟତା ମିଳିପାରିନାହିଁ। ଏପରି କି ପ୍ରକୃତ କ୍ଷତିଗ୍ରସ୍ତଙ୍କ...

କରୋନା ଚକ୍ରବ୍ୟୁହରୁ ବାହାରିଲେ ଅଭିମନ୍ୟୁ

ଛତ୍ରପୁର,୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କୁକୁଡାଖଣ୍ଡି ବ୍ଲକ ଦକ୍ଷିଣପୂର ପଞ୍ଚାୟତର ଜଣେ ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କରୋନାକୁ ହରାଇ ଘରକୁ ଫେରିଛନ୍ତି। ହସ୍ପିଟାଲରୁ ଡିସ୍‌ଚାର୍ଜ...

କୁରାଳ ପଞ୍ଚମୀ ପାଳନ: ଜମିଲା ନୃତ୍ୟଗୀତର ଆସର

କେନ୍ଦୁଝର,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ତରମାକାନ୍ତ କୁରାଳସାହି ପକ୍ଷରୁ ବୁଧବାର କୁରାଳ ପଞ୍ଚମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ୧ରୁ ୩ ତାରିଖ ପର୍ଯ୍ୟନ୍ତ ରୁଦ୍ରପାଳ...

ବିଶ୍ୱବିଦ୍ୟାଳୟ ପରିସରରେ ବୁଲୁଛି ଦନ୍ତାହାତୀ

ବାରିପଦା ଅଫିସ,୯ା୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପରିସରରେ ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ଆସିଥିବା ଦନ୍ତାହାତୀଟି...

୪ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨୧ଗିରଫ, ୮୫ ହଜାର ଟଙ୍କା ଜବତ

ଛତ୍ରପୁର,୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଗତ ୨୪ ଘଣ୍ଟାରେ ୪ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଛି । ଘଟଣାରେ ସମ୍ପୃକ୍ତ ୨୧ ଜଣଙ୍କୁ...

ସାହିତ୍ୟ ଦର୍ପଣ ପକ୍ଷରୁ ମହାବିନାୟକ କବିତା ଉତ୍ସବ

ଚଣ୍ଡିଖୋଲ,୧୯ା୮(ଡି.ଏନ୍‌.ଏ.):  ଚଣ୍ଡିଖୋଲସ୍ଥିତ ବିଜୁ କଲ୍ୟାଣ ମଣ୍ଢପ ପରିସରରେ ସାହିତ୍ୟ ଦର୍ପଣ ପର୍ତିକା ପକ୍ଷରୁ ରବିବାର ରାଜ୍ୟସ୍ତରୀୟ ମହାବିନାୟକ କବିତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବଡ଼ଚଣା ବିଧାୟକ...

ଦକ୍ଷିଣ-ପଞ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ପୋଲିସରେ ଅଦଳବଦଳ : ୮ ଇନ୍ସପେକ୍ଟର, ୩ ସବ୍‌ଇନ୍ସପେକ୍ଟର, ୪ ଏଏସ୍‌ଆଇଙ୍କ ବଦଳି

କୋରାପୁଟ,୨୨।୭(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ଅଧୀନରେ ପୋଲିସସ୍ତରରେ ଅଦଳବଦଳ ହୋଇଥିବା ରେଞ୍ଜ କାର୍ଯ୍ୟାଳୟର ବିଜ୍ଞପ୍ତିରୁ ଜଣାଯାଇଛି ା ଏଥିରେ ୮ ଜଣ ଇନ୍ସପେକ୍ଟର, ୩...

Advertisement
Archives

Model This Week