ଆଲବମ୍‌ ଅଭିନେତ୍ରୀ କରାଇଦେବାକୁ କହି ବଳାତ୍କାର

ଭୁବନେଶ୍ୱର,୫।୩(ବ୍ୟୁରୋ): ଆଲବମ ଅଭିନେତ୍ରୀ କରାଇଦେବାକୁ କହି ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୀଡିତା ଓ ତାଙ୍କ ପରିବାର ଲୋକେ ଭରତପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ସହ କଳାକାର ସୁରଜ ବିଶ୍ୱାଳଙ୍କ ନାମରେ ଆଇପିସି ଦଫା ୩୭୬ରେ ମାମଲା ନଂ.୭୭/୨୨ ରୁଜୁ କରି ତଦନ୍ତ ଚଳାଇଥିବା ଏସ୍‌ଆଇ ବିଜୟ କୁମାର ଦାଶ କହିଛନ୍ତି। ଅଭିଯୋଗ ଅନୁଯାୟୀ, ଖୋର୍ଦ୍ଧା ଅଞ୍ଚଳରୁ ଆସିଥିବା ଜଣେ ଯୁବତୀଙ୍କୁ ସୁରଜ ଆଲ୍‌ବମ୍‌ରେ ଅଭିନେତ୍ରୀ କରାଇଦେବାକୁ କହି ଭରତପୁରରେ ଥିବା ଏକ ଘରକୁ ଡାକିଥିଲେ। ଏହାପରେ ସେ ସେଠାରେ ତାଙ୍କୁ ବଳାତ୍କାର କରିଥିଲେ। ତେବେ ଭରତପୁର ଥାନାରେ ପୀଡିତା ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ ପାଇଁ ଉଦ୍ୟମ ଚାଲିଥିବା ଏସ୍‌ଆଇ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri