Posted inଫୁରସତ

ମଲ୍‌ରେ ଛୁରି ଧରି ବୁଲୁଥିଲେ ଯୁବତୀ, ପରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଥାଏ। ବର୍ତ୍ତମାନ ଏକ ଭିଡିଓ ଟୁଇଟରରେ ଭାଇରାଲ ହେଉଛି।

ଦୁନିଆ ଏତେ ଅଗ୍ରଗତି କଲାଣି ଯେ, ଏବେ ଏମିତି ଜିନିଷ ଦେଖିବାକୁ ମିଳଛି ଯାହାକୁ କଳ୍ପନା କରିବା ଅସମ୍ଭବ। ବୁଦ୍ଧି ଓ କୌଶଳରୁ କିଛିବି ଆବିଷ୍କାର ହୋଇ ପାରୁଛି।

ବର୍ତ୍ତମାନ ସମୟରେ ସମସ୍ତଙ୍କ ପାଖରେ ମୋବାଇଲ ଅଛି । ବିଶେଷକରି ଝିଇମାନେ ମୋବାଇଲ ଅପେକ୍ଷା ଏହାର ସୁନ୍ଦର କଭରକୁ ଅଧିକ ପସନ୍ଦ କରନ୍ତି । ଝିଅ ମାନଙ୍କର ମୋବାଇଲ କଭରଗୁଡିକ ବହୁତ ଆକର୍ଷଣୀୟ। ତେବେ ଏହି ଭିଡିଓଟି ଦେଖି ଆପଣ ନିଶ୍ଚୟ ଆଶ୍ଚର୍ଯ୍ୟ ହୋଇଯିବେ।
ଭାଇରାଲ। ଭିଡିଓରେ, ଆପଣ ଦେଖିପାରିବେ ଯେ, ଜଣେ ଝିଅ ମଲ ଭିତରେ ଏସ୍କାଲେଟରରେ ଉପରକୁ ଯାଉଛନ୍ତି । ଅନେକ ଝିଇ ମଧ୍ୟ ତାଙ୍କ ସାମ୍ନାରେ ଛିଡା ହୋଇଛନ୍ତି। ଯଦି ଭିଡିଓଟିକୁ ଭଲ ଭାବେ ଦେଖନ୍ତି ତେବେ ଆପଣ ଦେଖି ପାରିବେ ଯେ ଝିଅଟି ପ୍ୟାଣ୍ଟ ପଛ ପ୍ୟାକେଟ୍‌ରେ ଏକ ଛୁରି ରଖିଛନ୍ତି। ଏହା ବହୁତ ବଡ଼ ଯାହାକୁ ଦେଖି ଯେ କେହି ଭୟଭୀତ ହେବେ। ତେବେ ପରେ ଝିଅଟି ଛୁରିକୁ ବାହାର କରି କାନରେ ଦେଇ କଥା ହେଉଛନ୍ତି। ତେବେ ଆପଣ ବୁଝିଯାଇଥିବେ ଏହା ଛୁରି ନୁହେଁ ବରଂ ମୋବାଇଲ କଭର। ଯାହା ଛୁରିପରି ଦେଖାଯାଉଛି।

https://twitter.com/TheFigen_/status/1615816477323427840

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?