Posted inଫୁରସତ

ବିଶ୍ୱସ୍ତ ଜୀବନସାଥୀ ପାଇଁ ସାନ୍ତାଙ୍କୁ ଯୁବତୀଙ୍କ ଚିଠି

ବ୍ରାସିଲିଆ: ଡିସେମ୍ବର ମାସ ଆସିବା ପୂର୍ବରୁ ବହୁ ଲୋକ ଖ୍ରୀଷ୍ଟମାସ ପାଇଁ ପ୍ରସ୍ତୁତି କରିଦିଅନ୍ତି। ପୂର୍ବରୁ ଭାରତରେ ଖ୍ରୀଷ୍ଟମାସ ପାଳନ କରାଯାଉ ନ ଥିଲା। ହେଲେ ଲୋକେ ଏବେ ଏହାକୁ ଧୁମ୍‌ଧାମ୍‌ରେ ପାଳନ କରୁଛନ୍ତି। ପିଲାମାନେ ଢେର୍‌ସାରା ଉପହାର ପାଇବାକୁ ଏହି ଦିନକୁ ଅପେକ୍ଷା କରିଥାନ୍ତି। ସାନ୍ତା ପିଲାଙ୍କୁ ମଧ୍ୟ ଅନେକ ଉପହାର ଦେଇଥାନ୍ତି। ତେବେ ଏହି ଖ୍ରୀଷ୍ଟମାସ ଆଗରୁ ବ୍ରାଜିଲର ମଣ୍ଡଲ ଲାରିସା ସମ୍ପତ୍ତି ନାମ୍ନୀ ଜଣେ ଯୁବତୀ ସୋସିଆଲ ମିଡିଆରେ ସାନ୍ତାଙ୍କୁ ନିଜ ପାଇଁ ଜଣେ ବିଶ୍ୱସ୍ତ ଜୀବନସାଥୀ ଉପହାର ମାଗିଛନ୍ତି। ଲାରିସା ଚଳିତବର୍ଷ ମିସ୍‌ ବମ୍‌ବମ୍‌ ପ୍ରତିଯୋଗିତା ଜିତିଛନ୍ତି। ହେଲେ ସେ ତାଙ୍କର ଏହି ସଫଳତାକୁ ଜୀବନରେ ଭଲଭାବେ ବ୍ୟବହାର କରିପାରିନାହାନ୍ତି। କିଛି ଦିନ ପୂର୍ବରୁ ଲାରିସାଙ୍କ ଛାଡ଼ପତ୍ର ହୋଇଛି। ଏହି କାରଣରୁ ସେ ବର୍ଷେ ମଧ୍ୟରେ ଭାଙ୍ଗି ପଡ଼ିଛନ୍ତି। ଏହି ମଉକାରେ ମଧ୍ୟ ସେ ଏକ ପାର୍ଟିର ଆୟୋଜନ କରିଥିଲେ। ସେଥିରେ ୪ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ। ତେବେ ଗତ ଜୀବନରୁ ବାହାରି ନୂତନ ଜୀବନ ଆରମ୍ଭ କରିବାକୁ ଇଚ୍ଛା କରିଛନ୍ତି। ୨୪ ବର୍ଷୀୟା ଲାରିସା କହିଛନ୍ତି, ଏବେ ଇମୋଶନ ଥିବା ଜୀବନସାଥୀ ଖୋଜିବା କଷ୍ଟକର। ସେ ନିଜ ପାଇଁ ସମସ୍ତ ଗୁଣ ଥିବା ଏକ ଜୀବନସାଥୀର ଲିଷ୍ଟ ଏକ ମଲ୍‌ରେ ସାନ୍ତାଙ୍କୁ ଭେଟି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

ଖୋଲିବ ହର୍ମୁଜ! ଇରାନ ରଖିଲା ଲମ୍ବା ସର୍ତ୍ତ, ରାଜି ହେଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ, ୭।୪: ଇରାନ ଏକ ଅସ୍ତ୍ରବିରତି ପ୍ରସ୍ତାବକୁ ଆନୁଷ୍ଠାନିକ ଭାବରେ ସୋମବାର ପ୍ରତ୍ୟାଖ୍ୟାନ କଲା ଏବଂ ଏହା ବଦଳରେ ଯୁଦ୍ଧ ଶେଷ କରିବା ପାଇଁ ଏକ ୧୦-ସୂତ୍ରୀ…

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri