ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ଜଗତସିଂହପୁର ଜିଲାର ପୃଥ୍ବୀରାଜ ପାତ୍ର।

ସୂଚନା ମୁତାବକ, ପୃଥ୍ବୀରାଜ କିଛି ଦିନ ଧରି ଏହି ଅଞ୍ଚଳରେ ମୋବାଇଲ ଟାୱାରରେ କାର୍ଯ୍ୟ କରୁଥିଲେ। ମାତ୍ର ବୁଧବାର ସକାଳେ ତାଙ୍କର ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ବସ୍ତା ଥାନା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବସ୍ତା ଥାନା ଆଇଆଇସି ଗୋବିନ୍ଦ ବେହେରା ପୋଲିସ ଟିମ ଏବଂ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ପୃଥ୍ବୀରାଜଙ୍କ ଦେହର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ଚିହ୍ନ ରହିଥିବାରୁ ଯୁବକକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି l ତେବେ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି l ପୋଲିସ ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ନିଜ ପ୍ରେମିକାଙ୍କୁ ବିବାହ କରିବେ ଇଶାନ କିଷାନ, ବଡ଼ ଖୁଲାସା କରିଦେଲେ…

ନୂଆଦିଲ୍ଲୀ,୧୦।୩: ଭାରତୀୟ କ୍ରିକେଟ ଦଳ ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୬ରେ ଏକ ଐତିହାସିକ ବିଜୟ ହାସଲ କରିଛି। ଏହି ବିଜୟ ପରେ, ଟିମ ଇଣ୍ଡିଆର ଷ୍ଟାର…

ଟ୍ରମ୍ପଙ୍କ ଧମକକୁ ଖାତିର୍‌ କଲାନି ଇରାନ, ବଡ଼ ଚେତାବନୀ ଦେଇ କହିଲା- ଭୁଶୁଡ଼ିଯିବ…

ଓ୍ବାଶିଂଟନ୍‌,୧୦।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ମଧ୍ୟରେ ବାକ ଯୁଦ୍ଧ ତୀବ୍ର ହୋଇଛି। ଟ୍ରମ୍ପ ଚେତାବନୀ ଦେଇଥିଲେ ଯେ ଯଦି…

ମିଳୁନି ଗ୍ୟାସ, ବନ୍ଦ ହେଲା ଶ୍ମଶାନ ଘାଟ! ଯୁଦ୍ଧକୁ ନେଇ ଉପୁଜିଲାଣି ଭୟଙ୍କର ପରିସ୍ଥିତି

ବେଙ୍ଗାଲୁରୁ,୧୦।୩: ହଠାତ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ଅଭାବ ସମଗ୍ର ଆତିଥ୍ୟ କ୍ଷେତ୍ରରେ ଚିନ୍ତା ସୃଷ୍ଟି କରିଛି। ମହାରାଷ୍ଟ୍ର ଏବଂ କର୍ନାଟକର ରେଷ୍ଟୁରାଣ୍ଟ ସଂଘଗୁଡ଼ିକ ଚେତାବନୀ ଦେଇଛନ୍ତି ଯେ…

ବୋମା ଖାଇ ଅସୁସ୍ଥ ଥିବା ମାଈ ହାତୀର ମୃତ୍ୟୁ, ବାରହା ପାଇଁ…

କାମାକ୍ଷାନଗର,୧୦।୩( ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା ଜିରାଳ ଫରେଷ୍ଟ ସେକ୍ସନ ପିପଳା ଗ୍ରାମ ବାସୁଆତଇଳା ନିକଟ ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ ହୋଇଛି ।…

ବାଇକରେ କରୁଥିଲେ ଗଞ୍ଜେଇ ଚାଲାଣ, ଅଚାନକ ମାଡିବସିଲା ଅବକାରୀ ପୋଲିସ, ଜବତ ହେଲା ଏତେ ଟଙ୍କାର…

ବାଲେଶ୍ୱର, ୧୦।୩: (ବାଞ୍ଛାନିଧି ଦେ): ବାଲେଶ୍ୱର-୨ ଓ ବସ୍ତା ଅବକାରୀ ଥାନା ପକ୍ଷରୁ ମଙ୍ଗଳବାର ଅଚାନକ ଚଢାଉ କରାଯାଇଛି । ଦୁଇଟି ବାଇକ ସହ ୭୫ କିଗ୍ରା…

ଗାଁରେ ବୁଲୁଛି ହାତୀ, ହଜିଗଲାଣି ଲୋକଙ୍କ ନିଦ

ପରଜଙ୍ଗ,୧୦।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ଭାଲୁମୁଣ୍ଡା ଗାଁରେ ଗୋଠଛଡ଼ା ଦନ୍ତା ଆତଙ୍କ ହଟୁନି। ସଞ୍ଜ ନଇଁବା ମାତ୍ରେ ହାତୀଟି ଜନବସତି ଆଡକୁ ମାଡ଼ିଆସୁଛି।…

ଓଡ଼ିଶା ପାଇଁ ବଡ଼ ଘୋଷଣା କଲେ ଅଶ୍ୱିନ ବୈଷ୍ଣବ: ଖୁସିରେ ଗଦ୍‌ଗଦ୍‌ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୩: ଓଡିଶାରେ ରେଳ ସଂଯୋଗୀକରଣକୁ ନେଇ ଏକ ଖୁସି ଖବର ଆସିଛି। କେନ୍ଦ୍ର ସରକାର ପୋତ୍ତନୁର (Podanur Junction, Coimbatore) ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ…

ଯୁଦ୍ଧ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ଏହି ଦେଶକୁ ପଠାଇବ ଏତେ ପରିମାଣର ଡିଜେଲ, ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ୧୧ତମ ଦିନ। ଅନେକ ଦେଶରେ ଇନ୍ଧନ ସଙ୍କଟ ଦେଖାଦେବା ଆରମ୍ଭ କରିଛି। ଏହି ସମୟରେ, ଭାରତ ଇନ୍ଧନ ଉପରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri