Posted inଜାତୀୟ

CAA ଲାଗୁ ହେବା ପରେ ଅନ୍ୟ ଦେଶରୁ ଆସୁଥିବା ଲୋକଙ୍କ ପାଇଁ ହେବ କି ନୂଆ ପରିଚୟ ପତ୍ର, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୩: : ଲୋକ ସଭା ନିର୍ବାଚନ ୨୦୨୪ ଠିକ୍‌ ପୂର୍ବରୁ ଅନେକ ବଡ ନିଷ୍ପତ୍ତି ନିଆଯାଉଛି। ଏହି କ୍ରମରେ ସୋମବାର ନାଗରିକତା ସଂଶୋଧନ ନିୟମ (ସିଏଏ) ଲାଗୁ କରିବା ପାଇଁ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି ।

ଏଭଳି ପରିସ୍ଥିତିରେ ଲୋକଙ୍କ ମନରେ ଅନେକ ପ୍ରକାରର ପ୍ରଶ୍ନ ଆସୁଛି । ରିପୋର୍ଟ ଅନୁଯାୟୀ, ୩୧ ଡିସେମ୍ବର୨୦୧୪ ପୂର୍ବରୁ ୁ ଭାରତ ଆସିଥିବା ଲୋକଙ୍କୁ ସିଏଏ ନାଗରିକତ୍ୱ ପ୍ରଦାନ କରାଯିବ। ସିଏଏ ଅଧୀନରେ ନାଗରିକତା ପାଇବାକୁ ହେଲେ ସେ ଭାରତରେ କେତେ ଦିନ ରହିଆସିଛନ୍ତି ତାହା ପ୍ରମାଣ କରିବା ଆବଶ୍ୟକ । ସିଏଏ ଲାଗୁ ହେବା ପରେ ଅନ୍ୟ ଦେଶରୁ ଆସୁଥିବା ଲୋକଙ୍କ ପାଇଁ କୌଣସି ନୂତନ ପରିଚୟ ପତ୍ର ତିଆରି କରାଯିବ ନାହିଁ । ଏହା ଅଧୀନରେ ନାଗରିକତା ପ୍ରାପ୍ତ କରିଥିବା ଲୋକଙ୍କୁ ଭାରତର ନାଗରିକତା ପ୍ରମାଣପତ୍ର ପ୍ରଦାନ କରାଯିବ। ଏହି ସାର୍ଟିଫିକେଟ ଭାରତରେ ସେମାନଙ୍କର ନାଗରିକତ୍ୱର ପ୍ରମାଣ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri