ତାରାଙ୍କ ସହ ବ୍ରେକ୍‌ଅପ୍‌ ପରେ ଏହି ଯୁବତୀଙ୍କୁ ଡେଟ୍‌ କରୁଛନ୍ତି ଆଦର ଜୈନ, ସମ୍ପର୍କ ଉପରେ ମୋହର

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଭିନେତ୍ରୀ ତାରା ସୁତାରିଆଙ୍କ ପୂର୍ବତନ ପ୍ରେମିକ ଆଦର ଜୈନ। ସେ ଏବେ ଆଉଜଣେ ଯୁବତୀଙ୍କୁ ଡେଟ୍‌ କରୁଥିବା ସ୍ପଷ୍ଟ ହୋଇଛି। କରିନା କପୁରଙ୍କ ଦୀପାବଳି ପାର୍ଟିରେ ଆଦରଙ୍କୁ ଉକ୍ତ ଯୁବତୀଙ୍କ ସହ ଦେଖାଯାଇଥିଲା। ଉଭୟ ହାତରେ ହାତ ଛନ୍ଦି କ୍ୟାମେରାକୁ ଦେଖି ପୋଜ୍‌ ଦେଇଥିଲେ। ପରେ ସମ୍ପର୍କ ଉପରେ ମୋହର ମାରି ସୋସିଆଲ ମିଡିଆରେ ଆଦର ଏକ ପୋଷ୍ଟ କରି ‘ ମୋ ଜୀବନର ଆଲୋକ’ ବୋଲି ଲେଖିଛନ୍ତି। ତେବେ ଯୁବତୀଜଣଙ୍କ କିଏ ତାହା ଜଣାପଡ଼ି ନ ଥିଲେ ହେଁ ଦୁହେଁ ଡେଟ୍‌ କରୁଛନ୍ତି।

କିଛି ସପ୍ତାହ ପୂର୍ବେ ଏକ ସାକ୍ଷାତକାରରେ ତାରା ସମ୍ପର୍କକୁ ନେଇ ମୁହଁ ଖୋଲିଥିଲେ। ଆଦର ଏବଂ ତାଙ୍କ ବାଟ ଅଲଗା ହୋଇଥିବା ସେ କହିଥିଲେ। ସେ ଏବେ ସିଙ୍ଗଲ ବୋଲି କହିବା ପରେ ପ୍ରଶଂସକଙ୍କୁ ଝଟ୍‌କା ଲାଗିଥିଲା। ଏବେ ଆଦର ବ୍ରେକ୍‌ଅପ୍‌ରୁ ଆଗକୁ ବଢ଼ିଥିବା ଜଣାପଡ଼ିବା ପରେ ତାରାଙ୍କୁ ମଧ୍ୟ ସବୁକିଛି ଭୁଲିଯିବାକୁ ପ୍ରଶଂସକ ପରାମର୍ଶ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri