Posted inଜାତୀୟ

ଡିସେମ୍ବର ୧୪ ପର୍ଯ୍ୟନ୍ତ ମାଗଣାରେ ଅପଡେଟ ହେବ ଆଧାର କାର୍ଡ, ଶୀଘ୍ର କରାଇ ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୧ : ଆଧାର କାର୍ଡ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ଯଦି ଆଧାର କାର୍ଡ ୧୦ ବର୍ଷ ପୂର୍ବେ ତିଆରି ହୋଇଛି କିମ୍ବା ୧୦ ବର୍ଷ ପୂର୍ବେ ଅପଡେଟ ହୋଇଛି, ତେବେ ଏବେ ଆଧାର କାର୍ଡ ଅପଡେଟ କରିବାକୁ ପଡିବ। ସରକାର କହିଛନ୍ତି ଯେଉଁମାନଙ୍କର ଆଧାର ୧୦ ବର୍ଷ ହୋଇଛି ସେମାନଙ୍କୁ ବାଧ୍ୟତାମୂଳକ ଭାବେ ଆଧାର ଅପଡେଟ କରିବାକୁ ପଡିବ। ଏହାର ଶେଷ ତାରିଖ ୧୪ ଡିସେମ୍ବର ଭାବରେ ସ୍ଥିର କରାଯାଇଛି। ୧୪ ଡିସେମ୍ବର ପର୍ଯ୍ୟନ୍ତ ଆଧାର କାର୍ଡକୁ ମାଗଣାରେ ଅପଡେଟ କରିହେବ। ଏହା ପରେ ପରେ ଅପଡେଟ ପାଇଁ ଦେୟ ଦେବାକୁ ପଡିବ । ଘରେ ମାଗଣାରେ ବସି କିପରି ଆଧାର କାର୍ଡକୁ ଅପଡେଟ କରିହେବ ସେ ନେଇ ମଧ୍ୟ ସୂଚନା ପ୍ରଦାନ କରାଯାଇଛି।

ଆଧାର ଅପଡେଟ ପାଇଁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଦରକାର। ପ୍ରଥମ ପରିଚୟ ପତ୍ର ଏବଂ ଦ୍ୱିତୀୟ ଠିକଣା ପ୍ରମାଣ। ସାଧାରଣତଃ ଆଧାର ଅପଡେଟ ପାଇଁ ଆଧାର କେନ୍ଦ୍ରରେ ୫୦ ଟଙ୍କା ଶୁଳ୍କ ଆଦାୟ କରାଯାଏ, କିନ୍ତୁ ୟୁଆଇଡିଏଆଇ ଅନୁଯାୟୀ ଏହି ସେବା ଡିସେମ୍ବର ୧୪ ପର୍ଯ୍ୟନ୍ତ ମାଗଣା ଅଟେ। ପରିଚୟ ପ୍ରମାଣ ଭାବରେ ଭୋଟର କାର୍ଡ ଦିଆ ଯାଇପାରିବ ।

ଘରେ ବସି ଏହା କରିବା ଲାଗି ମୋବାଇଲ କିମ୍ବା ଲାପଟପରୁ ୟୁଆଇଡିଏଆଇ ୱେବସାଇଟକୁ ଯାଇ ଏହା ପରେ ଆଧାର ଅପଡେଟ ଉପରେ କ୍ଲିକ କରିବାକୁ ପଠିବ। ବର୍ତ୍ତମାନ ଆଧାର ନମ୍ବର ଏଣ୍ଟର କରି ଓଟିପି ମାଧ୍ୟମରେ ଲଗଇନ କରିବାକୁ ହେବ।
ଏହା ପରେ ଡକ୍ୟୁମେଣ୍ଟ ଅପଡେଟ ଉପରେ କ୍ଲିକ କରି ଭେରିଫାଏ କରିବାକୁ ହେବ। ପରେ ନିମ୍ନ ଡ୍ରପ ତାଲିକାରେ ପରିଚୟ କାର୍ଡର ସ୍କାନ ହୋଇଥିବା କପି ଏବଂ ଠିକଣା ପ୍ରୁଫ ଅପଲୋଡ କରିବାକୁ ହେବ।
ଏହା ପରେ ସବମିଟ ଉପରେ କ୍ଲିକ କରିବାକୁ ହେବ। ଏହା ପରେ ଏକ ରିକ୍ୱେଷ୍ଟ ନମ୍ବର ମିଳିବ ଏବଂ ଫର୍ମ ଦାଖଲ ହୋଇଯିବ। ରିକ୍ୱେଷ୍ଟ ନମ୍ବରରୁ ଅପଡେଟର ସ୍ଥିତି ଯାଞ୍ଚ କରିହେବ। କିଛି ଦିନ ପରେ ଆଧାର ଅପଡେଟ ହୋଇଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଲିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri