ଏପରି ବଦଳାନ୍ତୁ ଆଧାରରେ ଥିବା ନିଜ ଭୁଲ୍‌ ଜନ୍ମତାରିଖ

ଆଜିକାଲି ଆଧାରକାର୍ଡ ଆମ ଜୀବନର ଏକ ପ୍ରମୁଖ କାଗଜପତ୍ର ପାଲଟିଲାଣି। ଆଧାର ବିନା ସରକାରୀ ଯୋଜନାର ଲାଭ ଉଠାଇବା ମୁସ୍କିଲ। କାରଣ ସରକାରଙ୍କ ପକ୍ଷରୁ ଅନେକ ଯୋଜନା ଲାଗି ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ସ୍କୁଲରେ ପିଲାଙ୍କ ଦାଖଲଠାରୁ ଆରମ୍ଭ କରି ସମସ୍ତ ବିତ୍ତିୟ ନେଣଦେଣ ଆଧାର ବିନା ଅସମ୍ଭବ। ଏଣୁ ଏଥିରେ ନିଜର ବ୍ୟକ୍ତିଗତ ପରିଚୟକୁ ଅପ୍‌ଡେଟ୍‌ କରି ରଖିବା ଆବଶ୍ୟକ।

ବେଳେବେଳେ ଆଧାରକାର୍ଡରେ ଜନ୍ମ ତାରିଖ ଭୁଲ ଆସିଥାଏ। ଏହାଫଳରେ ଅନେକ ଅସୁବିଧା ହୋଇଥାଏ। ଏଣୁ ଏହାକୁ ବଦଳାଇବାକୁ କିଛି ଅନ୍ୟ କାଗଜପତ୍ରର ଆବଶ୍ୟକତା ପଡ଼ିଥାଏ। ଜାଣନ୍ତୁ..

ଆଧାରକାର୍ଡ ଜାରି କରୁଥିବା ସଂସ୍ଥା ୟୁନିକ୍‌ ଆଇଡେଣ୍ଟିଫିକେଶନ୍‌ ଅଥରିଟି ଅଫ୍‌ ଇଣ୍ଡିଆ(ୟୁଆଇଡିଏଆଇ)ର ଆବଶ୍ୟକତା ଅନୁଯାୟୀ ଜଣଙ୍କୁ ପ୍ରମାଣ ସ୍ବରୂପ କିଛି କାଗଜପତ୍ର ଦେବାକୁ ପଡ଼ିଥାଏ।

ନାମାଙ୍କନ କେନ୍ଦ୍ରକୁ ଯିବା ପରେ ଜନ୍ମ ପ୍ରମାଣ ପତ୍ର, ଏସ୍‌ଏସ୍‌ଏଲ୍‌ସି ସାର୍ଟିଫିକେଟ, ପାର୍ସପୋର୍ଟ, ଫଟୋ ଆଇ କାର୍ଡ, ପ୍ୟାନ୍‌ କାର୍ଡ, ବିଶ୍ୱବିଦ୍ୟାଳୟ ମାର୍କସିଟ୍‌, ପିଏସ୍‌ୟୁରୁ ମିଳିଥିବା ସରକାରୀ ଫଟୋ ଆଇଡି କାର୍ଡକୁ ଦେଖାଇ ପାରିବେ। ପରେ କିଛି ପ୍ରକ୍ରିୟା କରିବାକୁ ପଡ଼ିବ। ସେଠାରେ ଥିବା ଆଧାର ସେବା କେନ୍ଦ୍ରରେ ଆବଶ୍ୟକୀୟ କାଗଜପତ୍ର ଦାଖଲ କରିବା ପରେ ଆପଣଙ୍କୁ ଖୁବ୍‌ କମ୍‌ ଦିନରେ ନୂଆ ଆଧାରକାର୍ଡ ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?