Posted inଫୁରସତ

ଘରେ ବସି ଆଧାର ସଂଶୋଧନ କରିବାକୁ ଚାହୁଁଥିଲେ, ଆପଣାନ୍ତୁ ଏହି ଉପାୟ

କରୋନା ସମୟରେ ଅନେକ ଲୋକଙ୍କୁ ନିଜ ସହର ପରିବର୍ତ୍ତନ କରିବାକୁ ପଡିଛି। ଏଭଳି ପରିସ୍ଥିତିରେ କୋଟି କୋଟି ଲୋକ ସରକାରୀ କାମ ପାଇଁ ଠିକଣାକୁ ନେଇ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାକୁ ଦୂର କରିବା ପାଇଁ, UIDAI ଆଧାରରେ ଘର ବସି ଠିକଣା ବଦଳାଇବାର ଏକ ନୂତନ ସେବା ଘୋଷଣା କରିଛି। ଏହି ସେବାରେ, ଆପଣ ଘରର ଠିକଣାକୁ ସହଜରେ ପରିବର୍ତ୍ତନ କରିପାରିବେ। ଏନେଇ UIDAI ପକ୍ଷରୁ ଏକ ଭିଡିଓ ରିଲିଜ କରିଯାଇଛି। ଏହି ଭିଡିଓରେ, ଘରର ଠିକଣା ପରିବର୍ତ୍ତନ ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦିଆଯାଇଛି। ଏହି ଭିଡିଓ ଦେଖିବା ଦ୍ୱାରା ଆପଣ ନିଜ ଘରର ଠିକଣାକୁ ଆଧାର କାର୍ଡରେ ସହଜରେ ପରିବର୍ତ୍ତନ କରିପାରିବେ।

UIDAI ଟ୍ବିଟରରେ ଟୁଇଟ କରି କହିଛି ଯେ ପ୍ରଥମେ UIDAIର ଅଫିସିଆଲ ୱେବସାଇଟ https://uidai.gov.in/କୁ ଯିବାକୁ ପଡିବ। ଏଠାକୁ ଯିବା ପରେ ଆପଣଙ୍କୁ ‘Online Address Update’ ଉପରେ କ୍ଲିକ କରିବାକୁ ପଡିବ। ଏଠାରେ ତୁମ ଘରର ସଠିକ ଠିକଣା ପ୍ରବେଶ କରିବାକୁ ପଡିବ। ଏହା ସହ ଆବଶ୍ୟକ ଡକ୍ୟୁମେଣ୍ଟର ରଙ୍ଗୀନ ସ୍କାନ କପି ଅପଲୋଡ କରିବାକୁ ପଡିବ। ଏହା କରିବା ପରେ ଆପଣଙ୍କ ନୂଆ ଠିକଣା ଅପଡେଟ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri