ନୂଆଦିଲ୍ଲୀ: ଅନ୍ଲାଇନରେ ଡ୍ରାଇଭିଂ ନବୀକରଣ ଏବଂ ୧୫ ଅନ୍ୟ ସେବା ଲାଗି ଆଧାର ଅଥେଣ୍ଟିକେଶନ(ପ୍ରମାଣନ)ର ଆବଶ୍ୟକତା ରହିଛି। ପରିବହନ ବିଭାଗର କାର୍ଯ୍ୟାଳୟକୁ ନ ଦୌଡ଼ି ଲୋକଙ୍କୁ ଅନ୍ଲାଇନ ଏବଂ କଣ୍ଟାକ୍ଟଲେସ୍ ସେବା ଯୋଗାଣ ଦିଗରେ ଏଭଳି ସୁବିଧାକୁ ଗୁରୁତ୍ୱ ଦିଆଯାଉଛି। ଏହି ସେବାଗୁଡିକ ମଧ୍ୟରେ ଲର୍ନର ଲାଇସେନ୍ସ, ଡିଏଲ୍ ନବୀକରଣ, ଠିକଣା ପରିବର୍ତ୍ତନ ଏବଂ ପଞ୍ଜୀକରଣ ସାର୍ଟିଫିକେଟ, ଅନ୍ତର୍ଜାତୀୟ ଡ୍ରାଇଭିଂ ଲାଇସେନ୍ସ ଇସ୍ୟୁ, ନୋଟିସ ଅଫ୍ ଟ୍ରାନ୍ସଫର, ଭେଇକିଲ ଓନରଶପି ଟ୍ରାନ୍ସଫର ଆପ୍ଲିକେଶନ ରହିଛି। ସଡ଼କ ପରିବହନ ମନ୍ତ୍ରଣାଳୟର ଡ୍ରାଫ୍ଟ ନିର୍ଦ୍ଦେଶାବଳୀ ମୁତାବକ, ପୋର୍ଟାଲ ଦ୍ୱାରା କଣ୍ଟାକ୍ଟଲେସ୍ ସେବା ନେବାକୁ ଚାହୁଁଥିବା ବ୍ୟକ୍ତିବିଶେଷଙ୍କୁ ଆଧାର ଅଥେଣ୍ଟିକେଶନ ପ୍ରକ୍ରିୟା ଦେଇ ଯିବାକୁ ହେବ। ଡ୍ରାଫ୍ଟ ଅର୍ଡର ନେଇ ମନ୍ତ୍ରଣାଳୟ ବର୍ତ୍ତମାନ ଅଂଶୀଦାରଙ୍କ ପରାମର୍ଶ ଲୋଡ଼ିଛି। ସେହିଭଳି ଯେଉଁ ବ୍ୟକ୍ତି ଆଧାର ପ୍ରମାଣନ କରାଇବାକୁ ଚାହୁଁନାହାନ୍ତି ସେମାନେ ଅଫ୍ଲାଇନରେ କାର୍ଯ୍ୟାଳୟ ଯାଇ ଏହି ସେବାଗୁଡିକ ଲାଭ କରିପାରିବେ।
ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….
ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…
୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ
ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…
ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ
ଓଡ଼ିଶାର ବିଦ୍ୟୁତ୍ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…
ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା
ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…
ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍ କବିରୁଦ୍ଦିନ
କଟକଠାରେ ପ୍ରତିଷ୍ଠିତ ହେଲ୍ଥ ଫୁଡ୍ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍ଜିକ୍ୟୁଟିଭ ଡାଇରେକ୍ଟର କରିମ୍ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…
ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…
ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ
ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍ ପ୍ରାଇଭେଟ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…
ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍ ପଡ଼ିବ ଅଭାବ
ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…
Archives

