ଡିଏଲ୍‌ ନବୀକରଣ ଲାଗି ଆଧାର ପ୍ରମାଣନ

ନୂଆଦିଲ୍ଲୀ: ଅନ୍‌ଲାଇନରେ ଡ୍ରାଇଭିଂ ନବୀକରଣ ଏବଂ ୧୫ ଅନ୍ୟ ସେବା ଲାଗି ଆଧାର ଅଥେଣ୍ଟିକେଶନ(ପ୍ରମାଣନ)ର ଆବଶ୍ୟକତା ରହିଛି। ପରିବହନ ବିଭାଗର କାର୍ଯ୍ୟାଳୟକୁ ନ ଦୌଡ଼ି ଲୋକଙ୍କୁ ଅନ୍‌ଲାଇନ ଏବଂ କଣ୍ଟାକ୍ଟଲେସ୍‌ ସେବା ଯୋଗାଣ ଦିଗରେ ଏଭଳି ସୁବିଧାକୁ ଗୁରୁତ୍ୱ ଦିଆଯାଉଛି। ଏହି ସେବାଗୁଡିକ ମଧ୍ୟରେ ଲର୍ନର ଲାଇସେନ୍ସ, ଡିଏଲ୍‌ ନବୀକରଣ, ଠିକଣା ପରିବର୍ତ୍ତନ ଏବଂ ପଞ୍ଜୀକରଣ ସାର୍ଟିଫିକେଟ, ଅନ୍ତର୍ଜାତୀୟ ଡ୍ରାଇଭିଂ ଲାଇସେନ୍ସ ଇସ୍ୟୁ, ନୋଟିସ ଅଫ୍‌ ଟ୍ରାନ୍ସଫର, ଭେଇକିଲ ଓନରଶପି ଟ୍ରାନ୍ସଫର ଆପ୍ଲିକେଶନ ରହିଛି। ସଡ଼କ ପରିବହନ ମନ୍ତ୍ରଣାଳୟର ଡ୍ରାଫ୍ଟ ନିର୍ଦ୍ଦେଶାବଳୀ ମୁତାବକ, ପୋର୍ଟାଲ ଦ୍ୱାରା କଣ୍ଟାକ୍ଟଲେସ୍‌ ସେବା ନେବାକୁ ଚାହୁଁଥିବା ବ୍ୟକ୍ତିବିଶେଷଙ୍କୁ ଆଧାର ଅଥେଣ୍ଟିକେଶନ ପ୍ରକ୍ରିୟା ଦେଇ ଯିବାକୁ ହେବ। ଡ୍ରାଫ୍ଟ ଅର୍ଡର ନେଇ ମନ୍ତ୍ରଣାଳୟ ବର୍ତ୍ତମାନ ଅଂଶୀଦାରଙ୍କ ପରାମର୍ଶ ଲୋଡ଼ିଛି। ସେହିଭଳି ଯେଉଁ ବ୍ୟକ୍ତି ଆଧାର ପ୍ରମାଣନ କରାଇବାକୁ ଚାହୁଁନାହାନ୍ତି ସେମାନେ ଅଫ୍‌ଲାଇନରେ କାର୍ଯ୍ୟାଳୟ ଯାଇ ଏହି ସେବାଗୁଡିକ ଲାଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Ration Card Big Update: ଅକ୍ଟୋବର ୧ରୁ ଏମାନଙ୍କର କଟିଯିବ ରାସନ କାର୍ଡ! ସେପ୍ଟେମ୍ୱର ୨୧ ସୁଦ୍ଧା ସାରନ୍ତୁ ଏହି କାମ

ନୂଆଦିଲ୍ଲୀ,୮।୯: ଯଦି ଆପଣଙ୍କ ପାଖରେ ମଧ୍ୟ ରାସନ କାର୍ଡ ଅଛି ଏବଂ ଆପଣ ଅନେକ ମାସ ଧରି ସାଧାରଣ ବଣ୍ଟନ ବ୍ୟବସ୍ଥା (PDS) ଦୋକାନରୁ ରାସନ ସାମଗ୍ରୀ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri