ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ ଛାତ୍ରବୃତ୍ତି ଯୋଜନାରେ ଆବେଦନ କରିବାରୁ ବଞ୍ଚିତ ହୋଇଛନ୍ତି । ସେଥିରେ ଆଧାର ପ୍ର୍ରତିବନ୍ଧକ ସାଜିଥିବା ସେମାନେ ଅଭିଯୋଗ କରିଛନ୍ତି । ବାରମ୍ବାର ଚେଷ୍ଟା କରିବା ସତ୍ତ୍ବେ ଆଧାର କାର୍ଡ଼ରେ ସେମାନଙ୍କ ମୋବାଇଲ ନମ୍ବର ରେଜିଷ୍ଟ୍ରେଶନ ତଥା ଅପଡେଟ୍‌ ହେଉ ନ ଥିବା ଯୋଗୁ ସମସ୍ୟା ଉପୁଜିଛି ବୋଲି ସେମାନେ କହିଛନ୍ତି । ଏ ନେଇ ବିହିତ ପଦକ୍ଷେପ ନେବା ସହିତ ରାଜ୍ୟ ଛାତ୍ରବୃତ୍ତି ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଦରଖାସ୍ତ ସହିତ ନିବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ପାଠପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଛାତ୍ରବୃତ୍ତି ଯୋଜନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri