Posted inଜାତୀୟ

ଶିନ୍ଦେଙ୍କୁ ଇସ୍ତଫା ଦେବାକୁ କୁହାଯାଇଛି, ତାଙ୍କ ଦଳର ୨୦ ବିଧାୟକ ଆମ ଯୋଗଯୋଗରେ ଅଛନ୍ତି: ଆଦିତ୍ୟ ଠାକରେ

ମୁମ୍ବାଇ,୮।୭: ମହାରାଷ୍ଟ୍ର କ୍ୟାବିନେଟ ବିସ୍ତାରର କିଛି ଦିନ ପୂର୍ବରୁ ଉଦ୍ଧବ ଠାକରେଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ଆଦିତ୍ୟ ଠାକରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମ୍ପର୍କରେ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଶିନ୍ଦେଙ୍କୁ ଇସ୍ତଫା ଦେବାକୁ କୁହାଯାଇଛି। ଏଥିରେ ସଙ୍କେତ ମିଳିଛି ଯେ, ଅଜିତ ପାୱାର ଏବଂ ଅନ୍ୟ ଆଠ ଜଣ ଏନସିପି ବିଧାୟକ ତାଙ୍କ ଏକ ବର୍ଷ ପୁରୁଣା ରାଜ୍ୟ କ୍ୟାବିନେଟରେ ସାମିଲ ହେବା ସହ ସିଏମଙ୍କ ଚେୟାର ବିପଦରେ ପଡିପାରେ। ଅଜିତ ପାୱାର ବର୍ତ୍ତମାନ ଶିନ୍ଦେଙ୍କ ନେତୃତ୍ୱାଧୀନ ସରକାରରେ ଭାଜପାର ଦେବେନ୍ଦ୍ର ଫଡନବିସଙ୍କ ସହ ଉପମୁଖ୍ୟମନ୍ତ୍ରୀ ପଦ ବାଣ୍ଟିଛନ୍ତି। ଆଦିତ୍ୟ ଠାକରେ ଗଣମାଧ୍ୟମକୁ କହିଛନ୍ତି, ମୁଁ ଶୁଣିଛି ଯେ ମୁଖ୍ୟମନ୍ତ୍ରୀ (ଏକନାଥ ଶିନ୍ଦେ)କୁ ଇସ୍ତଫା ଦେବାକୁ କୁହାଯାଇଛି ଏବଂ ସେଠାରେ କିଛି ପରିବର୍ତ୍ତନ ହୋଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ହେଲେ ପୂର୍ବତନ କ୍ରିକେଟରଙ୍କ ଶଳା-ଶ୍ୱଶୁର

ମୁମ୍ବାଇ,୨୧।୪: ପୂର୍ବତନ ଭାରତୀୟ କ୍ରିକେଟର ଏବଂ ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନଙ୍କ ଶ୍ୱଶୁର ଘର ଘରେ ଉତ୍ତେଜନା ଦେଖାଦେଇଛି। ମୁମ୍ବାଇ ପୋଲିସ ୟୁସୁଫ ପଠାନଙ୍କ ଶ୍ୱଶୁର…

ଗତକାଲିଠୁ ଥିଲେ ନିଖୋଜ, ଆଜି ମୁର୍ମୂଷୁ ଅବସ୍ଥାରେ କେନାଲରୁ ମିଳିଲେ ନାବାଳକ

ଭଦ୍ରକ, ୨୧।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ନଳାଙ୍ଗ କେନାଲ ବନ୍ଧରୁ ମୁର୍ମୂଷ ଅବସ୍ଥାରେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ସୋମବାର ସନ୍ଧ୍ୟାରୁ ନାବାଳକ ଜଣକ…

ଇରାନ ସହିତ ଯୁଦ୍ଧ ମଧ୍ୟରେ ଜେଲ ଯିବେ ବେଞ୍ଜାମିନ ନେତାନ୍ୟାହୁ!

ଜେରୁଜେଲମ,୨୧।୪: ହଙ୍ଗେରୀର ନୂତନ ପ୍ରଧାନମନ୍ତ୍ରୀ ପିଟର ମାଗୟାର ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଯଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

ଯାଜପୁର ରେଳ ଷ୍ଟେଶନରୁ ୧୪ ନାବାଳକ ଉଦ୍ଧାର: କୁଆଡେ ଯାଉଥିଲେ, କିଏ ନେଉଥିଲେ… ତଦନ୍ତ ଆରମ୍ଭ

ଭଦ୍ରକ, ୨୧।୪(ସନାତନ ରାଉତ): ବିହାର ରାଜ୍ୟରୁ ଯାଜପୁରରୋଡ଼ ଷ୍ଟେଶନ ଅଭିମୁଖେ ଯାଉଥିବା ୧୪ ନାବାଳକଙ୍କୁ ଉଦ୍ଧାର କରିଛି ଭଦ୍ରକ ଚାଇଲଡ ଲାଇନ ଓ ରେଳବାଇ ପୋଲିସ l…

ଚାଲିଗଲେ ଗୁଣପୁର ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ପିଅନ, ଝୁରି ହେଉଛନ୍ତି କର୍ମଚାରୀ

ଗୁଣପୁର,୨୧ା୪(ସଙ୍କେତ ପାତ୍ର): ଗୁଣପୁର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟରତ ଚକ୍ରଗୁଡ଼ା ଗ୍ରାମ ନିବାସୀ ପୀତାମ୍ବର ଶବରଙ୍କର ମଙ୍ଗଳବାର ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି।…

ଫେରି ଆସିଲା ରୋଷେଇ ଗ୍ୟାସର ପୁରୁଣା ଦିନ! ବୁକିଂ ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୪: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ର ପ୍ରଚଳିତ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରତ୍ୟେକ ସାଧାରଣ ଲୋକଙ୍କ ମନରେ ସମାନ ଭୟ: ପେଟ୍ରୋଲ, ଡିଜେଲ ଏବଂ ରୋଷେଇ ଗ୍ୟାସ ମହଙ୍ଗା…

ମା’ଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର କଲେ ପୁଅ: ସାରା ରାତି ରହିବା ପରେ ଘଟିଲା…

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀର ବୁରାରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୩୬ ବର୍ଷୀୟ ପୁଅ ନିଶାଗ୍ରସ୍ତ ଅବସ୍ଥାରେ ନିଜ ୭୦ ବର୍ଷୀୟା ବୃଦ୍ଧା…

୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍‌, ମହିଳାଙ୍କ ପାଇଁ ୪୦,୦୦୦ ଟଙ୍କା ପେନସନ: ବଡ଼ ଘୋଷଣା କଲେ…

ଲକ୍ଷ୍ନୌ,୨୧।୪: ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ସୋମବାର ଏକ ବଡ଼ ନିର୍ବାଚନୀ ଘୋଷଣା କରି କହିଛନ୍ତି ଯେ ଯଦି ସମାଜବାଦୀ ପାର୍ଟି ୨୦୨୭ରେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri