Posted inଖେଳ

ସତ ହେଲା ଆକାଶ ଚୋପ୍ରାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୧।୨: ଅଷ୍ଟ୍ରେଲିଆ ବିପକ୍ଷ ନାଗପୁର ଟେଷ୍ଟକୁ ୧୩୨ରନ୍‌ ବ୍ୟବଧାନରେ ଜିତି ନେଇଛି ଟିମ୍‌ ଇଣ୍ଡିଆ। ମାତ୍ର ୩ ଦିନରେ ସମାପ୍ତ ହୋଇଛି ପ୍ରଥମ ଟେଷ୍ଟ। ତେବେ ମ୍ୟାଚ୍‌କୁ ନେଇ ପୂର୍ବରୁ ଆକାଶ ଚୋପ୍ରା ଏକ ଟୁଇଟ୍‌ କରି ଭବିଷ୍ୟବାଣୀ କରିଥିଲେ, ଯାହାକି ସତ ପ୍ରମାଣିତ ହୋଇଛି। ଏଣୁ ମ୍ୟାଚ୍‌ ଶେଷ ହେବା ପରେ ସେ ଉକ୍ତ ଟୁଇଟ୍‌କୁ ଆଉ ଥରେ ଶେୟାର କରି ନିଜର ପ୍ରଶଂସା କରିଛନ୍ତି।

ନାଗପୁର ମଇଦାନ ସ୍ପିନ ବୋଲିଂ ପାଇଁ ଭଲ। ଫେବୃୟାରୀ ୯ରେ ଆକାଶ ଟେଷ୍ଟ ମ୍ୟାଚ୍‌ ମାତ୍ର ୩ ଦିନରେ ଶେଷ ହୋଇଯିବ। ଯଦି ମ୍ୟାଚ୍‌ ଚତୁର୍ଥ ଦିନକୁ ଚାଲିଯାଏ ତେବେ ଏହାକୁ ବୋନସ୍‌ ଭାବେ ଦେଖାଯିବ ବୋଲି କହିଥିଲେ। ଶେଷରେ ତାହା ହିଁ ହୋଇଛି।

କହିରଖୁଛୁ, ମ୍ୟାଚ୍‌ର ତୃତୀୟ ଦିନରେ ଅଷ୍ଟ୍ରେଲିଆ ଖେଳାଳିମାନେ ସ୍ପିନ୍‌ ବୋଲିଂକୁ ସାମ୍ନା କରିପାରି ନ ଥିଲେ। ଫଳରେ ଦ୍ୱିତୀୟ ଇନିଂସରେ ମାତ୍ର ୯୧ ରନ୍‌ରେ ପୁରା ଟିମ୍‌ ଅଲଆଉଟ୍‌ ହୋଇଯାଇଥିଲା। ପ୍ରଥମ ଇନିଂସରେ ଦଳ ୧୭୭ ରନ୍‌ କରିଥିବା ଯୋଗୁ ଅତି ସହରେ ଭାରତ ମ୍ୟାଚ୍‌ ଜିତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?