Posted inଖେଳ

ଆଇପିଏଲ୍‌ ଫାଇନାଲରେ ସିଏସ୍‌କେ ସହ ଲଢ଼ିବ ଆର୍‌ସିବି: ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୪।୯: ସେପ୍ଟେମ୍ବର ୧୯ରୁ ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ମ୍ୟାଚ୍‌ ପାଇଁ ୮ଟିମ୍‌ ୟୁଏଇରେ ପହଞ୍ଚିଛନ୍ତି। ଚଳିତ ଥର ଟୁର୍ନାମେଣ୍ଟ କିଏ ଜିତିବ କିଏ ହାରିବ ତାକୁ ନେଇ ଏବେଠାରୁ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଏହି କ୍ରମରେ ପୂର୍ବ କ୍ରିକେଟର ତଥା ଏବେ କମେଣ୍ଟ୍ରି କରୁଥିବା ଆକାଶ ଚୋପ୍ରା ଆଇପିଏଲ୍‌ ଫାଇନାଲକୁ ନେଇ ଭବିଷ୍ୟବାଣୀ କରିଛନ୍ତି।

ଟୁର୍ନାମେଣ୍ଟରେ ଏବେ ୩୧ ମୁକାବିଲା ହେବା ବାକିଅଛି। ଏଣୁ ପଏଣ୍ଟ ତାଲିକାରେ ବଡ଼ ପରିବର୍ତ୍ତନ ହୋଇପାରେ। ଏଣୁ କିଏ ଫାଇନାଲରେ ପହଞ୍ଚିବ ସେ ବିଷୟରେ ଅନୁମାନ ଲଗାଇବା କଷ୍ଟକର। ହେଲେ ଆକାଶ ନିଜର ପକ୍ଷ ରଖିଛନ୍ତି। ସୋସିଆଲ ମିଡିଆରେ ପ୍ରଶଂସକଙ୍କ ପ୍ରଶ୍ନର ଉତ୍ତର ଦେଉଥିବା ବେଳେ ସେ କହିଛନ୍ତି, କିଏ ଚାମ୍ପିୟନ୍‌ ହେବ ତାହା ତ ସମୟ କହିବ। ହେଲେ ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ମଧ୍ୟରେ ଖେଳାଯିବ।

କହିରଖୁଛୁ, ବର୍ତ୍ତମାନ ସିଏସ୍‌କେ ପଏଣ୍ଟ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ସେହିଭଳି ଆର୍‌ସିବି ତୃତୀୟ ସ୍ଥାନରେ ଅଛି। ହେଲେ ଉଭୟ ଟିମ୍‌ର ପଏଣ୍ଟ ସମାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପଡିଲା ହାତଗଣ୍ଠି

ୱେଷ୍ଟଇଣ୍ଡିଜ ଏବଂ ଆଇପିଏଲର ପଞ୍ଜାବ କିଙ୍ଗ୍ସ ବ୍ୟାଟ୍ସମ୍ୟାନ ନିକୋଲାସ ପୁରନ ତାଙ୍କ ପ୍ରେମିକା କ୍ୟାଥରିନ ମିଗୁଲଙ୍କୁ ବିବାହ କରିଛନ୍ତି। ନିକୋଲାସ ବିବାହ ଫଟୋ ଶେୟାର କରି...

୩ଟି ମ୍ୟାଚ୍‌ରୁ ସାଣ୍ଟୋସ୍‌ଙ୍କୁ ବାସନ୍ଦ କଲା ୟୁଇଏଫ୍‌ଏ

ନିୟନ,୧୫।୪(ଏପି): ୟୁରୋପ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୟୁଇଏଫ୍‌ଏ (ୟୁନିୟନ ଅଫ୍‌ ୟୁରୋପିଆନ ଫୁଟବଲ ଆସୋସିଏଶନ) କୋପନହାଗେନ ଫରଓ୍ବାର୍ଡ ମାଇକେଲ ସାଣ୍ଟୋସ୍‌ଙ୍କୁ ୩ଟି ମ୍ୟାଚ୍‌ରୁ ବାସନ୍ଦ...

ସର୍ତ୍ତ ସହ ସାଲିସ କରିବାକୁ ରାଜି ନୁହନ୍ତି ହରେନ୍ଦ୍ର

ନୂଆଦିଲ୍ଲୀ,୧୨।୮(ପିଟି)- ହରେନ୍ଦ୍ର ସିଂ ଏବେ ମଧ୍ୟ ଭାରତୀୟ ଜୁନିୟର ହକି ଦଳର କୋଚ୍‌ ପଦ ଲାଗି ଇଚ୍ଛୁକ ଅଛନ୍ତି। କିନ୍ତୁ ନିଜ ଆଡ଼ୁ ରଖିଥିବା ସର୍ତ୍ତ...

ଅବସର ମ୍ୟାଚ୍‌ରେ ମାସାକାଡ୍‌ଜାଙ୍କ ବିସ୍ଫୋରକ ବ୍ୟାଟିଂ

ଚାଟୋଗ୍ରାମ,୨୧।୯: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିବା ଜିମ୍ବାଓ୍ବେ ଦଳର ଅଧିନାୟକ ହାମିଲଟନ ମାସାକାଡ୍‌ଜା କ୍ୟାରିୟରର ଅନ୍ତିମ ମ୍ୟାଚ୍‌ରେ ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସେ ୪୨...

କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ବୈଠକରେ ଯୋଗଦେବେ ନାହିଁ ସଚିନ

ମୁମ୍ବାଇ,୧୯।୮: ପ୍ରଶାସକ କମିଟି (ସିଓଏ)ର ନୂଆ ସଦସ୍ୟ ରବୀନ୍ଦ୍ର ଥୋଡ୍‌ଗେ ଓ ଜେନାରାଲ ମ୍ୟାନେଜର (ଅପରେଶନ) ସବା କରିମ ପୂର୍ବତନ କ୍ରିକେଟରଙ୍କୁ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ...

୮୬ ବର୍ଷ ତଳେ ଲାଲା ଅମରନାଥ ଇଂଲଣ୍ଡ ବିପକ୍ଷରେ କରିଥିଲେ ଶତକ ପୂରଣ: ଏବେ ସୁଦ୍ଧା ୮୬ ଭାରତୀୟ କ୍ରିକେଟର କରିଛନ୍ତି ୫୧୭ ଶତକ

ନୂଆଦିଲ୍ଲୀ, ୧୭।୧୨: କ୍ରିକେଟର ଲାଲା ଅମରନାଥ ୮୬ ବର୍ଷ ତଳେ ୧୯୩୩ ଡିସେମ୍ବର ୧୭ରେ ଭାରତର ପ୍ରଥମ ଖେଳାଳି ଭାବେ ଶତକ ପୂରଣ କରିଥିଲେ। ମୁମ୍ବାଇର...

ରାହାନେ ଧରିବେ ଦିଲ୍ଲୀ କ୍ୟାପିଟାଲ୍ସର ମଙ୍ଗ! ଏଭଳି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବା ବେଳେ ଆହତ ହୋଇଥିଲେ ଶ୍ରେୟାସ ଆୟାର। ସମସ୍ୟା ଗମ୍ଭୀର ହୋଇଥିବା ହେତୁ ତାଙ୍କୁ ଫିଟ୍‌...

ଓ୍ବେଷ୍ଟର୍ନ ଏସିଆନ ୟୁଥ୍‌ ଆଣ୍ଡ ଜୁନିୟର ଚେସ୍‌: ସାଇନା, ପଲକଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା ଚେସ୍‌ର ଭବିଷ୍ୟତଭାବେ ବିବେଚିତ ହେଉଥିବା ପ୍ରତିଭା ସମ୍ପନ୍ନ ସାଇନା ସାଲୋନିକା ନିଜ ଅନ୍ତର୍ଜାତୀୟ କ୍ୟାରିୟରରେ ଆଉ ୨ଟି ପଦକ ଅର୍ଜନ କରିଛନ୍ତି।...

Advertisement
Ten Cric Info


Archives

Model This Week