Posted inଖେଳ

ଆଇପିଏଲ୍‌ ଫାଇନାଲରେ ସିଏସ୍‌କେ ସହ ଲଢ଼ିବ ଆର୍‌ସିବି: ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୪।୯: ସେପ୍ଟେମ୍ବର ୧୯ରୁ ଆଇପିଏଲ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ମ୍ୟାଚ୍‌ ପାଇଁ ୮ଟିମ୍‌ ୟୁଏଇରେ ପହଞ୍ଚିଛନ୍ତି। ଚଳିତ ଥର ଟୁର୍ନାମେଣ୍ଟ କିଏ ଜିତିବ କିଏ ହାରିବ ତାକୁ ନେଇ ଏବେଠାରୁ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଏହି କ୍ରମରେ ପୂର୍ବ କ୍ରିକେଟର ତଥା ଏବେ କମେଣ୍ଟ୍ରି କରୁଥିବା ଆକାଶ ଚୋପ୍ରା ଆଇପିଏଲ୍‌ ଫାଇନାଲକୁ ନେଇ ଭବିଷ୍ୟବାଣୀ କରିଛନ୍ତି।

ଟୁର୍ନାମେଣ୍ଟରେ ଏବେ ୩୧ ମୁକାବିଲା ହେବା ବାକିଅଛି। ଏଣୁ ପଏଣ୍ଟ ତାଲିକାରେ ବଡ଼ ପରିବର୍ତ୍ତନ ହୋଇପାରେ। ଏଣୁ କିଏ ଫାଇନାଲରେ ପହଞ୍ଚିବ ସେ ବିଷୟରେ ଅନୁମାନ ଲଗାଇବା କଷ୍ଟକର। ହେଲେ ଆକାଶ ନିଜର ପକ୍ଷ ରଖିଛନ୍ତି। ସୋସିଆଲ ମିଡିଆରେ ପ୍ରଶଂସକଙ୍କ ପ୍ରଶ୍ନର ଉତ୍ତର ଦେଉଥିବା ବେଳେ ସେ କହିଛନ୍ତି, କିଏ ଚାମ୍ପିୟନ୍‌ ହେବ ତାହା ତ ସମୟ କହିବ। ହେଲେ ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ମଧ୍ୟରେ ଖେଳାଯିବ।

କହିରଖୁଛୁ, ବର୍ତ୍ତମାନ ସିଏସ୍‌କେ ପଏଣ୍ଟ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ସେହିଭଳି ଆର୍‌ସିବି ତୃତୀୟ ସ୍ଥାନରେ ଅଛି। ହେଲେ ଉଭୟ ଟିମ୍‌ର ପଏଣ୍ଟ ସମାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୭୨ ରନ…

ଢାକା,୭।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚରେ ବାଂଲାଦେଶ ଅଧିନାୟକ ଲିଟୋନ ଦାସ ଟସ ଜିତି ପ୍ରଥମେ ବ୍ୟାଟିଂ...

କ୍ରିକେଟ୍‌ ଇତିହାସରେ ଆଜି ଏକ ଖାସ୍‌ ଦିନ: ୧୮ ବର୍ଷ ପୂର୍ବେ ଘଟିଥିଲା ଏମିତି..

କ୍ରିକେଟ ଇତିହାସରେ ଆଜି ଏକ ଖାସ୍‌ ଦିନ। ୧୮ ବର୍ଷ ପୂର୍ବେ ୧୩ ଜୁନ, ୨୦୦୩ ରେ କ୍ରିକେଟର ତୃତୀୟ ଫର୍ମାଟ ଅର୍ଥାତ୍‌ ଟି-୨୦ କ୍ରିକେଟ...

ପ୍ରଥମେ ବ୍ୟାଟିଂ କରିବ ଭାରତ

ଓ୍ବେଲିଂଟନ,୩୧।୧- ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଘରୋଇ ଦଳ ଅଧିନାୟକ ଟିମ୍‌ ସୌଦି ଟସ୍‌ ଜିତି ଟିମ୍‌...

ରେକର୍ଡଠୁ ହାତେ ଦୂରରେ ଅଶ୍ୱିନ

କାନପୁର,୨୪।୧୧: ଏଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ପାଖରେ ଭେଟେରାନ ଅଫ୍‌ ସ୍ପିନର ହରଭଜନ...

ମଲନଙ୍କ ଶତକରେ ଅଷ୍ଟ୍ରେଲିଆ ପରାସ୍ତ, ଦକ୍ଷିଣ ଆଫ୍ରିକା ସିରିଜ ବିଜୟୀ

ବ୍ଲୋଏମ୍‌ଫୋଣ୍ଟେନ, ୫।୩- ଜାନେମନ ମଲନଙ୍କ ଅପରାଜିତ ଶତକ ସହାୟତାରେ ଦକ୍ଷିଣ ଆଫ୍ରିକା ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାସ୍ତ...

ଭାଙ୍ଗିଲେ ୬୧ ବର୍ଷର ରେକର୍ଡ

ଚଳିତ ୫ ମ୍ୟାଚ୍‌ବିଶିଷ୍ଟ ଆଶେସ ସିରିଜରେ ବ୍ୟାଟିଂରେ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଥିବା ଓ୍ବାର୍ନର ମୋଟ୍‌ ୧୦ ଇନିଂସରୁ ୯୫ ରନ୍‌ ସଂଗ୍ରହ କରିଛନ୍ତି। ଯେଉଁଥିରେ...

ନଟ୍‌ଆଉଟ୍‌ ଥିଲେ କେ.ଏଲ୍‌. ରାହୁଲ; ହେଲେ ନେଲେନାହିଁ ରିଭ୍ୟୁ

ନୂଆଦିଲ୍ଲୀ,୨୭।୧୦: ଟି୨୦ ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ନେଦରଲ୍ୟାଣ୍ଡ ବିପକ୍ଷରେ ସୁପର-୧୨ ଚରଣର ଦ୍ୱିତୀୟ ମ୍ୟାଚ୍‌ ଖେଳିଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ...

କୋଲକାତା ଆଗରେ ୧୫୩ ରନ୍‌ର ଟାର୍ଗେଟ

ମୁମ୍ବାଇ,୨।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଅଧିନାୟକ ସଞ୍ଜୁ ସାମସନ(୫୪)ଙ୍କ ଅର୍ଦ୍ଧଶତକ ଯୋଗୁ...

Advertisement
Archives

Model This Week