Posted inଖେଳ

୧୦୦ ଟେଷ୍ଟ ଖେଳିବା ସତ୍ତ୍ୱେ ଏଭଳି ହେବା ଠିକ୍‌ ନୁହେଁ; କ୍ରିକେଟରଙ୍କୁ ନେଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ,୧୨।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପ୍‌ଟାଉନ୍‌ର ନ୍ୟୁଲାଣ୍ଡସ୍‌ ଷ୍ଟାଡିୟମରେ ଖେଳାଯାଉଥିବା ନିର୍ଣ୍ଣାୟକ ଟେଷ୍ଟରେ ଭାରତ ଦୁଇଟି ପରିବର୍ତ୍ତନ ସହ ଓହ୍ଲାଇଥିଲା। ଅଧିନାୟକ ବିରାଟ କୋହଲି ଆହତ ସମସ୍ୟାରୁ ସୁସ୍ଥ ହୋଇ ଫେରିଥିବା ବେଳେ ମହମ୍ମଦ ସିରାଜଙ୍କ ଅନୁପସ୍ଥିତିକୁ ନେଇ ଉମେଶ ଯାଦବଙ୍କୁ ସୁଯୋଗ ମିଳିଥିଲା। ତେବେ ପେସର ଇଶାନ୍ତ ଶର୍ମା ଥାଇ ଉମେଶଙ୍କୁ ଅଗ୍ରାଧିକାର ଦିଆଯିବା ନିଷ୍ପତ୍ତି ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ଏନେଇ ଦଳର ପରିଚାଳନା ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ତଥା ଲୋକପ୍ରିୟ ସମୀକ୍ଷକ ଆକାଶ ଚୋପ୍ରା କହିଛନ୍ତି, ଗତ କିଛି ବର୍ଷ ମଧ୍ୟରେ ଉମେଶ ଭଲ ପ୍ରଦର୍ଶନ କରିଛନ୍ତି। ହେଲେ ଇଶାନ୍ତ ତୁମର ଶ୍ରେଷ୍ଠ ୫ ବୋଲର ମଧ୍ୟରେ ନାହାନ୍ତି। ସେ ୧୦୦ରୁ ଅଧିକ ଟେଷ୍ଟ ମ୍ୟାଚ୍‌ ଖେଳିସାରିଛନ୍ତି। ହେଲେ ଭାରତ ଏକାଦଶରେ ସ୍ଥାନ ପାଇପାରୁନାହାନ୍ତି। ନିଜ କ୍ୟାରିୟରରେ ଏଭଳି ସମୟରେ ସେ ଅଛନ୍ତି ଯାହା ଭଲ ସଙ୍କେତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri