Posted inଖେଳ

୧୦୦ ଟେଷ୍ଟ ଖେଳିବା ସତ୍ତ୍ୱେ ଏଭଳି ହେବା ଠିକ୍‌ ନୁହେଁ; କ୍ରିକେଟରଙ୍କୁ ନେଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ,୧୨।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପ୍‌ଟାଉନ୍‌ର ନ୍ୟୁଲାଣ୍ଡସ୍‌ ଷ୍ଟାଡିୟମରେ ଖେଳାଯାଉଥିବା ନିର୍ଣ୍ଣାୟକ ଟେଷ୍ଟରେ ଭାରତ ଦୁଇଟି ପରିବର୍ତ୍ତନ ସହ ଓହ୍ଲାଇଥିଲା। ଅଧିନାୟକ ବିରାଟ କୋହଲି ଆହତ ସମସ୍ୟାରୁ ସୁସ୍ଥ ହୋଇ ଫେରିଥିବା ବେଳେ ମହମ୍ମଦ ସିରାଜଙ୍କ ଅନୁପସ୍ଥିତିକୁ ନେଇ ଉମେଶ ଯାଦବଙ୍କୁ ସୁଯୋଗ ମିଳିଥିଲା। ତେବେ ପେସର ଇଶାନ୍ତ ଶର୍ମା ଥାଇ ଉମେଶଙ୍କୁ ଅଗ୍ରାଧିକାର ଦିଆଯିବା ନିଷ୍ପତ୍ତି ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ଏନେଇ ଦଳର ପରିଚାଳନା ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ତଥା ଲୋକପ୍ରିୟ ସମୀକ୍ଷକ ଆକାଶ ଚୋପ୍ରା କହିଛନ୍ତି, ଗତ କିଛି ବର୍ଷ ମଧ୍ୟରେ ଉମେଶ ଭଲ ପ୍ରଦର୍ଶନ କରିଛନ୍ତି। ହେଲେ ଇଶାନ୍ତ ତୁମର ଶ୍ରେଷ୍ଠ ୫ ବୋଲର ମଧ୍ୟରେ ନାହାନ୍ତି। ସେ ୧୦୦ରୁ ଅଧିକ ଟେଷ୍ଟ ମ୍ୟାଚ୍‌ ଖେଳିସାରିଛନ୍ତି। ହେଲେ ଭାରତ ଏକାଦଶରେ ସ୍ଥାନ ପାଇପାରୁନାହାନ୍ତି। ନିଜ କ୍ୟାରିୟରରେ ଏଭଳି ସମୟରେ ସେ ଅଛନ୍ତି ଯାହା ଭଲ ସଙ୍କେତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?