‘ଜେଇଇ ମେନ୍‌’ରେ ଆକାଶର ବାଜିମାତ

ଭୁବନେଶ୍ୱର,୧୪।୯ : ନ୍ୟାଶନାଲ ଟେଷ୍ଟି ଏଜେନ୍ସି (ଏନଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ-୨୦୨୦ ପରୀକ୍ଷାରେ ଆକାଶ ଇନଷ୍ଟିଚ୍ୟୁଟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଜେଇଇ ମେନ୍‌ ଫଳାଫଳର ପ୍ରଥମ ୨୦ ଜଣଙ୍କ ମଧ୍ୟରେ ଆକାଶରୁ ଜଣେ ଥିବା ବେଳେ, ଟପ୍‌ ୫୦ରେ ୩ ଜଣ ଏବଂ ଟପ୍‌ ୧୦୦ ମଧ୍ୟରେ ୬ ଜଣ ପରୀକ୍ଷାର୍ଥୀ ସ୍ଥାନ ପାଇଥିବା ଆକାଶ ଏଜୁକେଶନାଲ ସର୍ଭିସେସ ଲିମିଟେଡର ନିର୍ଦ୍ଦେଶକ ଓ ସିଇଓ ଆକାଶ ଚୌଧୁରୀ ଏହି ସୂଚନା ଦେଇଛନ୍ତି। ଆକାଶର ଚିରାଗ ଫାଲୋର (୧୨), ସୁରଜ ଶ୍ରୀନିବାସ (୩୪), ଆଭାଲ ଅମିଲ (୪୩), ପ୍ରୀତି ପଲିଓ୍ବାଲା (୭୫), ଇରା ସାରାଦା (୭୯) ଏବଂ ଶ୍ରୀଖର ଅଗ୍ରଓ୍ବାଲା (୯୯) ର଼୍ୟାଙ୍କ ସହ ଟପ ୧୦୦ରେ ସ୍ଥାନ ପାଇଛନ୍ତି। ସେହିଭଳି ଭୁବନେଶ୍ୱର ଶାଖାରୁ ଅନିମେଶ ସାହୁ, ଶିବାଶିଷ ରାଉତ, ରିତେଶ୍ୱର ରାଜଗୁରୁ, ପ୍ରୀତି ନିଲଞ୍ଜନା,ସତାଂଶ ପଟ୍ଟନାୟକ, ଶ୍ରୀସ ମହାପାତ୍ର, ଶୁଭମ ଶୁଭାଶିଷ ସାହୁ, ଆଶୁତୋଷ ମିଶ୍ର, ଓଜସ୍ବୀ ଦାସ, ସୁବ୍ରତ ଶେଖର ସାହୁ ଏବଂ ଦୀପ୍ତି ସାହୁ ପ୍ରମୁଖ ୯୯% ରୁ ଉର୍ଦ୍ଧ୍ୱ ସ୍କୋର କରି ଏହି ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଚଳିତ ମାସ ୨୭ରେ ଜେଇଇ ଆଡଭାନ୍ସ ପରୀକ୍ଷା ଅନୁଷ୍ଠିତ ହେବ। ଏହି ପରୀକ୍ଷାରେ ଆକାଶ ଭୁବନେଶ୍ୱରର ଶାଖାରୁ ପ୍ରାୟ ୧୨୦ ଜଣ ଛାତ୍ର ଆଇଆଇଟି ଜେଇଇ ପରୀକ୍ଷା ଦେବେ ବୋଲି ଶାଖାର ନିଦ୍ଦେର୍ର୍ଶକ ଏ.ବି. ସିଂହ ସୂଚନା ଦେଇଛନ୍ତି। ଜେଇଇ ମେନ ରେ ସଫଳତା ଅର୍ଜନ କରିଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ଭୁବନେଶ୍ୱର ଶାଖା ପକ୍ଷରୁ ସେ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri