୩୭ ବିଧାନସଭାରେ ପ୍ରାର୍ଥୀ ଦେଲା ଆମ୍‌ ଆଦମୀ ପାର୍ଟି

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ଆମ୍‌ ଆଦମୀ ପାର୍ଟି ବୁଧବାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ଟି ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ, ଅନୁଗୋଳରୁ ଦୀପ୍ତିମୟୀ ଦାସ, ବଲାଙ୍ଗୀରରୁ ଆଶିଷ ପାଣ୍ଡେ, ଭବାନୀପାଟଣାରୁ ରମେଶ ନାୟକ, ଚୌଦ୍ବାର-କଟକରୁ ବିଜୟଲକ୍ଷ୍ମୀ ମହାପାତ୍ର, ମହାକାଳପଡ଼ାରୁ ବୈବମନୁ ବେଉରା, ପାଟକୁରାରୁ ଅଶୋକ କୁମାର ତ୍ରିପାଠୀ, ମାହାଙ୍ଗାରୁ ସାରଦା ପ୍ରସାଦ ଦାସ, ଆଠଗଡ଼ରୁ ଦେବୀ ପ୍ରସାଦ ମହାପାତ୍ର, ବୌଦ୍ଧରୁ ସ୍ମୃତି ଶାଶ୍ୱତୀ ମିଶ୍ରଙ୍କୁ ଦଳ ଟିକେଟ ଦେଇଛି। ସେହିପରି ବାଲିକୁଦା-ଏରସମାରୁ ବରଦା ପ୍ରସନ୍ନ ସାହୁ, ପୁରୀରୁ ସତ୍ୟଜିତ ମହାନ୍ତି, ବ୍ରହ୍ମଗିରିରୁ ଅଶ୍ୱିନୀ କୁମାର ସାମନ୍ତସିଂହାର, ଭୁବନେଶ୍ୱର-ଉତ୍ତରରୁ ସୋମନାଥ ରାଉତ, ଦଶପଲ୍ଲାରୁ ଆଲୋକ ନାୟକ, ଭଞ୍ଜନଗରରୁ କବିରାଜ ବେହେରା, ଛତ୍ରପୁରରୁ ରିତୁ କୁମାରୀ ସେଠୀ, ଗୋପାଳପୁରରୁ ପି. ନୀଳକଣ୍ଠ, ବ୍ରହ୍ମପୁରରୁ ସୁବାସ ଚନ୍ଦ୍ର ରାଉତ, ଦିଗପହଣ୍ଡିରୁ ପି. ମନୋଜ କୁମାର, ଚିକିଟିରୁ ଡୁକା ଶ୍ରୀନିବାସ, ପାରଳାଖେମୁଣ୍ଡିରୁ ମନୋଜ ବଡ଼ୋନାୟକ, ଜୟପୁରରୁ ଗୌରୀ ଚରଣ ଦେବଶର୍ମା, କୋରାପୁଟରୁ କର୍ପୁର ହନ୍ତାଳ, ଚିତ୍ରକୋଣ୍ଡାରୁ ଶରତ ଚନ୍ଦ୍ର ଗୁରୁଡା, ଜି. ଉଦୟଗିରିରୁ ଯୌବନ ମଲ୍ଲିକ, ନର୍ଲାରୁ ପୃଥ୍ବୀରାଜ ଛତ୍ରିଆ, ବଡ଼ଚଣାରୁ ବିଜୟ ଦାସ, ମୋରଡ଼ାରୁ ଶଙ୍କର୍ଷଣ ମିଶ୍ର, ଉଦଳାରୁ ରାଜକିଶୋର ମାରାଣ୍ଡି, ରେଙ୍ଗାଲିରୁ ସୀତାକାନ୍ତ ରୋହିଦାସ, ବଣାଇରୁ କୁନି ମୁଣ୍ଡା, ଅତାବିରାରୁ ଜୟକୃଷ୍ଣ ଛୁରିଆ, ଭଟଲିରୁ ଶାହରୁଖ ଲୋଧିଆ ଏବଂ ବ୍ରଜରାଜନଗରରୁ କୁମୁଦ ରଞ୍ଜନ ପ୍ରସାଦଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri