୩୭ ବିଧାନସଭାରେ ପ୍ରାର୍ଥୀ ଦେଲା ଆମ୍‌ ଆଦମୀ ପାର୍ଟି

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ଆମ୍‌ ଆଦମୀ ପାର୍ଟି ବୁଧବାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ଟି ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ, ଅନୁଗୋଳରୁ ଦୀପ୍ତିମୟୀ ଦାସ, ବଲାଙ୍ଗୀରରୁ ଆଶିଷ ପାଣ୍ଡେ, ଭବାନୀପାଟଣାରୁ ରମେଶ ନାୟକ, ଚୌଦ୍ବାର-କଟକରୁ ବିଜୟଲକ୍ଷ୍ମୀ ମହାପାତ୍ର, ମହାକାଳପଡ଼ାରୁ ବୈବମନୁ ବେଉରା, ପାଟକୁରାରୁ ଅଶୋକ କୁମାର ତ୍ରିପାଠୀ, ମାହାଙ୍ଗାରୁ ସାରଦା ପ୍ରସାଦ ଦାସ, ଆଠଗଡ଼ରୁ ଦେବୀ ପ୍ରସାଦ ମହାପାତ୍ର, ବୌଦ୍ଧରୁ ସ୍ମୃତି ଶାଶ୍ୱତୀ ମିଶ୍ରଙ୍କୁ ଦଳ ଟିକେଟ ଦେଇଛି। ସେହିପରି ବାଲିକୁଦା-ଏରସମାରୁ ବରଦା ପ୍ରସନ୍ନ ସାହୁ, ପୁରୀରୁ ସତ୍ୟଜିତ ମହାନ୍ତି, ବ୍ରହ୍ମଗିରିରୁ ଅଶ୍ୱିନୀ କୁମାର ସାମନ୍ତସିଂହାର, ଭୁବନେଶ୍ୱର-ଉତ୍ତରରୁ ସୋମନାଥ ରାଉତ, ଦଶପଲ୍ଲାରୁ ଆଲୋକ ନାୟକ, ଭଞ୍ଜନଗରରୁ କବିରାଜ ବେହେରା, ଛତ୍ରପୁରରୁ ରିତୁ କୁମାରୀ ସେଠୀ, ଗୋପାଳପୁରରୁ ପି. ନୀଳକଣ୍ଠ, ବ୍ରହ୍ମପୁରରୁ ସୁବାସ ଚନ୍ଦ୍ର ରାଉତ, ଦିଗପହଣ୍ଡିରୁ ପି. ମନୋଜ କୁମାର, ଚିକିଟିରୁ ଡୁକା ଶ୍ରୀନିବାସ, ପାରଳାଖେମୁଣ୍ଡିରୁ ମନୋଜ ବଡ଼ୋନାୟକ, ଜୟପୁରରୁ ଗୌରୀ ଚରଣ ଦେବଶର୍ମା, କୋରାପୁଟରୁ କର୍ପୁର ହନ୍ତାଳ, ଚିତ୍ରକୋଣ୍ଡାରୁ ଶରତ ଚନ୍ଦ୍ର ଗୁରୁଡା, ଜି. ଉଦୟଗିରିରୁ ଯୌବନ ମଲ୍ଲିକ, ନର୍ଲାରୁ ପୃଥ୍ବୀରାଜ ଛତ୍ରିଆ, ବଡ଼ଚଣାରୁ ବିଜୟ ଦାସ, ମୋରଡ଼ାରୁ ଶଙ୍କର୍ଷଣ ମିଶ୍ର, ଉଦଳାରୁ ରାଜକିଶୋର ମାରାଣ୍ଡି, ରେଙ୍ଗାଲିରୁ ସୀତାକାନ୍ତ ରୋହିଦାସ, ବଣାଇରୁ କୁନି ମୁଣ୍ଡା, ଅତାବିରାରୁ ଜୟକୃଷ୍ଣ ଛୁରିଆ, ଭଟଲିରୁ ଶାହରୁଖ ଲୋଧିଆ ଏବଂ ବ୍ରଜରାଜନଗରରୁ କୁମୁଦ ରଞ୍ଜନ ପ୍ରସାଦଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଥମୁନି ଶିମିଳିପାଳ ବନାଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri