Posted inଜାତୀୟ

ଗୁଜରାଟ ନିର୍ବାଚନ ପୂର୍ବରୁ ଏଏପିକୁ ଝଟ୍‌କା: ଝାଡ଼ୁ ଛାଡ଼ି ପଦ୍ମ ଧରିଲେ ରାଜ୍ୟ ସଚିବ

ଅହମ୍ମଦାବାଦ,୧୧।୧୧: ଗୁଜୁରାଟରେ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ସରଗରମ ରହିଛି। ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ଦଳ ସେତିକି ଆକ୍ଟିଭ ହୋଇଯାଉଛନ୍ତି। କିଏ ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗିପଡ଼ିଛନ୍ତି ତ କିଏ ଦଳରେ ଅସନ୍ତୋଷ ପ୍ରକାଶ କରି ଅନ୍ୟ ଦଳରେ ଯୋଗଦେଉଛନ୍ତି। ବର୍ତ୍ତମାନ ଦଳୀୟ ନେତାଙ୍କ ଦଳ ବଦଳିବାର ସମୟ ଚାଲିଛି। ଇତିମଧ୍ୟରେ ଆମ ଆଦମୀ ପାର୍ଟିକୁ ଏକ ବଡ଼ ଝଟ୍‌କା ଲାଗିଛି। ଏଏପିର ରାଜ୍ୟ ସଚିବ ତଥା ରାଜକୋଟ ମ୍ୟୁନିସିପାଲ କର୍ପୋରେସନର ଷ୍ଟାଣ୍ଡିଂ କମିଟିର ପୂର୍ବତନ ଅଧ୍ୟକ୍ଷ ରାଜଭା ଜାଲା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜାଲା ଇନ୍ଦ୍ରାନିଲ ରାଜଗୁରୁଙ୍କ ନିକଟତର ହୋଇଥିବା ବେଳେ କିଛି ଦିନ ପୂର୍ବରୁ ଇନ୍ଦ୍ରାନିଲ କଂଗ୍ରେସ ଛାଡି ଭାଜପାରେ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଏଏପି ନିଜର ୧୪ତମ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri