Posted inଜାତୀୟ

ପଞ୍ଜାବରେ ଦମ୍‌ଦାର ପ୍ରଦର୍ଶନ ପରେ ଏଏପିର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୧୪।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ନଜର ଏବେ ପଶ୍ଚିମବଙ୍ଗରେ। ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଏଏପି ଏବେଠାରୁ ସଜବାଜ ହେଲାଣି। ଇତିମଧ୍ୟରେ ୨୦୨୩ରେ ପଶ୍ଚିମବଙ୍ଗରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ଦଳ ଲଢ଼ିବ ବୋଲି ଏଏପି ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଏଥିପାଇଁ ଏଏପି ଏବେଠାରୁ ପ୍ରଚାର ମଧ୍ୟ ଆରମ୍ଭ କରିଦେଇଛି। ସୋମବାର ପଶ୍ଚିମବଙ୍ଗର ରାଜ୍ୟ ପ୍ରଭାରୀ ସଞ୍ଜୟ ବସୁ ଏନେଇ ସୂଚନା ଦେଇଛନ୍ତି। ସୂଚନା ମୁତାବକ ହାଇକମାଣ୍ଡଙ୍କ ନିର୍ଦ୍ଦେଶରେ ସ୍ଥାନୀୟ ନେତା ଏନେଇ ଅଭିଯାନ ଆରମ୍ଭ ମଧ୍ୟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଙ୍କଟ ମଧ୍ୟରେ ଯୁବକଙ୍କ ନିଆରା ମାସ୍କ: ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୪।୫: କରୋନା ସଙ୍କଟରୁ ବର୍ତ୍ତିବା ପାଇଁ ମାସ୍କ ପରିଧାନକୁ ଗବେଷକମାନେ ଅଧିକ ଗୁରୁତ୍ୱ ଦେବା ସହ ଏହାକୁ ରାମବାଣ ବୋଲି କହୁଛନ୍ତି। ଆଉ ଏହି ନିୟମକୁ...

ଅଟୋ ଡ୍ରାଇଭରଙ୍କ ପାଇଁ ଘରକୁ ଫେରିଲେ ନାବାଳିକା

ପାଲଘର,୩୦।୧: ପାଠ ପଢ଼ିବା ପାଇଁ ବାପା ମା’ ଚାପ ପକାଇବାରୁ ନୂଆଦିଲ୍ଲୀରୁ ଘର ଛାଡ଼ି ପଳାଇ ଆସିଥିଲେ ଜଣେ ୧୪ ବର୍ଷୀୟା ନାବାଳିକା। ମାତ୍ର ଜଣେ...

ମୋଦିଙ୍କ ରାଲିରେ ୧୨ କୋଟି ଟଙ୍କାର କାର୍‌: ପ୍ରଶ୍ନ ଉଠାଇଲେ ସଞ୍ଜୟ

ମୁମ୍ବାଇ,୩ ।୧: ଉତ୍ତରପ୍ରଦେଶର ମୁରାଦାବାଦରେ ୫ ବର୍ଷ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ନିଜକୁ ଫକିର ବୋଲି କହିଥିଲେ...

ଅଯୋଧ୍ୟା ବିବାଦ: ମସଜିଦ୍‌ ପୂର୍ବରୁ ଥିବା ନିର୍ମାଣର ପ୍ରମାଣ ଲୋଡିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ବିବାଦର ପ୍ରତିଦିନ ଶୁଣାଣି ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ମାମଳାରେ ମସଜିଦ୍‌ ପୂର୍ବରୁଥିବା ନିର୍ମାଣର ପ୍ରମାଣ ସୁପ୍ରିମ୍‌କୋର୍ଟ ଲୋଡିଛନ୍ତି। ନିର୍ମୋହି ଆଖଡ଼ାର ଆଇଜୀବି...

ସମସ୍ତ ସରକାରୀ ସ୍କୁଲରେ ଶନିବାର ହେବ ନୋ ବ୍ୟାଗ୍‌ ଡେ’: ଗେହଲଟ

ଜୟପୁର,୨୦।୨: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗୁରୁବାର ତାଙ୍କ କାର୍ଯ୍ୟକାଳର ଦ୍ୱିତୀୟ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଥମେ ସେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ କଥା...

ଜଗନଙ୍କ କ୍ୟାବିନେଟରେ ଜାତି ସମୀକରଣ

ହାଇଦ୍ରାବାଦ,୧୦।୪: ୨୦୨୪ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଜଗନ ଏପ୍ରିଲ ୭ରେ...

ଏହି ମନ୍ଦିରରେ ଆଜି ପାଳନ କରାଯାଉଛି ସାଧାରଣତନ୍ତ୍ର ଦିବସ:ପଛରେ ରହିଛି ରୋଚକ ତଥ୍ୟ

ଉଜୈନ,୯।୨: ଜାନୁଆରୀ ୨୬ରେ ସମଗ୍ର ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ, କିନ୍ତୁ ଦେଶରେ ଏପରି ଏକ ମନ୍ଦିର ଅଛି ଯେଉଁଠାରେ ଆଜି ଅର୍ଥାତ୍‌ ଫେବୃଆରୀ...

ଅଗ୍ନିପଥ ଯୋଜନା ହିଂସା: ପୋଲିସର ସମନ ଭୟରେ ଯୁବକଙ୍କ ଆତ୍ମହତ୍ୟା

ହାଇଦ୍ରାବାଦ,୧୩।୮: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ତେଲେଙ୍ଗାନାର ସିକନ୍ଦରାବାଦର ରେଳ ଷ୍ଟେଶନରେ ଜୁନ ୧୭ରେ ଏକ ବଡ଼ ଧରଣର ହିଂସାକାଣ୍ଡ ଘଟିଥିଲା। ଏଥିରେ...

Advertisement
Archives

Model This Week